ଦେଶ ବିଦେଶ | ବ୍ୟକ୍ତିତ୍ଵ | ରାଜ୍ୟ
କିମସ୍ କାର୍ଡିଆକ୍ ସର୍ଜନ ଚିକାଗୋରେ ସମ୍ମାନୀତ
ଭୁବନେଶ୍ୱର : ଭୁବନେଶ୍ୱର କିମ୍ସ ହୃଦ୍ ସର୍ଜନ୍ ଡା ସତ୍ୟଜିତ୍ ସାମଲ ଆମେରିକାରୁ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛନ୍ତି । ଉନ୍ନତ ହୃଦୟ ପ୍ରତିରୋପଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏଏଟିଏସ ଫାଉଣ୍ଡେସନରୁ ଏହି ସମ୍ମାନଜନକ ସ୍ୱୀକୃତି ପାଇବାରେ ଡା ସାମଲ ହେଉଛନ୍ତି ଓଡ଼ିଶାର ପ୍ରଥମ କାର୍ଡିଓଥୋରାସିକ୍ ସର୍ଜନ । ମେ ୧ ରୁ ୫ ତାରିଖ ପର୍ଯ୍ୟନ୍ତ ଆମେରିକାର ଚିକାଗୋରେ ଅନୁଷ୍ଠିତ ୧୦୬ ତମ ଏଏଟିଏସ…