Heavy Rain

ରାଜ୍ୟ

ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ଆସନ୍ତା ୧୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ

Read More »
ତାଜା ଖବର

ଘୂର୍ଣ୍ଣିବଳୟ ସୃଷ୍ଟି, ୨୩ରୁ ପ୍ରବଳ ବର୍ଷା ସମ୍ଭାବନା

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୩, ୨୪ ଓ ୨୫

Read More »