Live Odisha Tv

Hockey

କ୍ରୀଡା

ଚାମ୍ପିଅନ୍ସ ଟ୍ରଫିରେ ଭାରତ ପାକିସ୍ତାନ ସଂଘର୍ଷ

ବେଜିଂ: ଯେତେବେଳେ ବି ଭାରତ ଏବଂ ପାକିସ୍ଥାନ କ୍ରୀଡା କ୍ଷେତ୍ରରେ ମୁହାଁମୁହିଁ ହୁଅନ୍ତି, ଏହି ମ୍ୟାଚ ଉପରେ ସମଗ୍ର ବିଶ୍ୱର ଆଖି ଥାଏ। ଭାରତ-ପାକିସ୍ତାନ ମ୍ୟାଚ ଦୁନିଆର ସବୁଠୁ ଅଧିକ ଦେଖାଯାଉଥିବା ମ୍ୟାଚ ମଧ୍ୟରୁ ଅନ୍ୟତମ। କାରଣ ଏସବୁ ମ୍ୟାଚରେ ଉତ୍ତେଜନା ଶିଖରରେ ରହିଥାଏ। ଏହି କାରଣରୁ ଉଭୟ ଦେଶର ପ୍ରଶଂସକମାନେ ଉତ୍ସାହର ସହିତ ଏଭଳି ମ୍ୟାଚ ପାଇଁ ଅପେକ୍ଷା କରିଥାନ୍ତି। ପୁଣି ଥରେ ଏହି ସୁଯୋଗ ଆସିଛି ଯେତେବେଳେ ଖେଳ ପଡ଼ିଆରେ ଦୁଇ ଦେଶ ମଧ୍ୟରେ

Read More »
କ୍ରୀଡା

ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଚାଇନାକୁ ପରାସ୍ତ କଲା ଭାରତ

ପୁରୁଷ ଏସିଆନ ଚାମ୍ପିୟନ୍ସ ଟ୍ରଫିର ଅଷ୍ଟମ ସଂସ୍କରଣ ଆଜିଠାରୁ ଚାଇନାର ହୁଲୁନବୁଇରରେ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ରେ ୩-୦ ଗୋଲରେ ଚାଇନାକୁ ପରାସ୍ତ କରିଛି ଡିଫେଣ୍ଡିଂ ଚାମ୍ପିୟନ ଭାରତ। ଭାରତୀୟ ଟିମ୍ ପକ୍ଷରୁ ସୁଖଜୀତ ସିଂହ, ଉତ୍ତମ ସିଂହ ଓ ଅଭିଷେକ ଏହି ତିନୋଟି ଗୋଲ୍ କରିଥିଲେ। ଭାରତ ପାଇଁ ପ୍ରଥମ ଗୋଲ୍ କରିଥିଲେ ସୁଖଜୀତ ସିଂହ। ୧୪ତମ ମିନିଟ୍‌ରେ ସେ ଏହି ଗୋଲ୍ କରିଥିଲେ। ତା’ପରେ ଆଉ ପଛକୁ ଦେଖି ନଥିଲା ଦଳ। ଭାରତ ଦ୍ୱିତୀୟ ଗୋଲ

Read More »
କ୍ରୀଡା

ଆସନ୍ତାକାଲି ଓଡିଶାକୁ ଆସୁଛନ୍ତି ପୁରୁଷ ହକି ଟିମ୍

ଆସନ୍ତାକାଲି ଓଡିଶା ଆସୁଛନ୍ତି ହକି ଟିମ୍ । ୧୨ଟା ୩୦ ମିନିଟ ସମୟରେ ଭୁବନେଶ୍ୱରରେ ପହଞ୍ଚିବେ ପ୍ୟାରିସ ଅଲମ୍ପିକରେ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ପୁରୁଷ ହକି ଟିମ୍ । ଏୟାରପୋର୍ଟରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ। ପରବର୍ତ୍ତୀ ସମୟରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ସେମାନଙ୍କୁ ସମ୍ବର୍ଦ୍ଧନା ସହ ରାଜ୍ୟ ସରକାର ଘୋଷଣା କରିଥିବା ପୁରସ୍କାର ରାଶି ପ୍ରଦାନ କରାଯିବ। ଅନ୍ୟପଟେ ଟି -୨୦ ବିଶ୍ୱକପ ବିଜୟ ପରେ

Read More »
କ୍ରୀଡା

ଇତିହାସ ରଚିଲା ଭାରତୀୟ ପୁରୁଷ ହକି ଟିମ

ଅଲିମ୍ପିକ୍ସରେ ଇତିହାସ ରଚିଲା ଭାରତୀୟ ପୁରୁଷ ହକି ଟିମ। ଦଳ ଆଜି ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇଛି। ଏଥିସହ ଦୀର୍ଘ ୫୨ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ ଅଷ୍ଟ୍ରେଲିଆକୁ ହରାଇବାର ସଫଳତା ପାଇଛି। ଭାରତ ୧୯୭୨ ଅଲିମ୍ପିକ୍ସରେ ଶେଷ ଥର ପାଇଁ ଅଷ୍ଟ୍ରେଲିଆକୁ ହକିରେ ହରାଇଥିଲା। ଭାରତ ଯେତେଥର ବି ଅଷ୍ଟ୍ରେଲିଆକୁ ଭେଟିଥିଲା ସବୁବେଳେ ପରାଜିତ ହୋଇଥିଲା କିନ୍ତୁ ଆଜି ହରମନପ୍ରୀତ ସିଂହଙ୍କ କ୍ୟାପ୍ଟେନସିପରେ ଭାରତୀୟ ହକି

Read More »
କ୍ରୀଡା

ପୁରୁଷ ହକି ଟିମର ବିଜୟ ଧାରା ଜାରି

ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମର ବିଜୟ ଧାରା ଜାରି ରହିଛି। ଆଜି ଦଳ ଅପେକ୍ଷାକୃତ ଦୁର୍ବଳ ଆୟର୍ଲ୍ୟାଣ୍ଡକୁ ୨-୦ ଗୋଲରେ ହରାଇଛି। ଦଳ ପକ୍ଷରୁ ଦୁଇଟି ଯାକ ଗୋଲ ଅଧିନାୟକ ହରମନପ୍ରୀତ ସିଂହ ଦେଇଛନ୍ତି। ପ୍ରଥମ ମ୍ୟାଚ୍‌ରେ ଦଳ ନ୍ୟୁଜିଲ୍ୟାଣ୍ଡକୁ ଓ ଦ୍ୱିତୀୟ ମ୍ୟାଚ୍‌ରେ ଆର୍ଜେଣ୍ଟିନା ସହ ସ୍ଥିତି ଡ୍ର ରଖିଥିଲା। ଏବେ ଭାରତ ତା’ର ପରବର୍ତ୍ତୀ ଦୁଇଟି ମୁକାବିଲାରେ ବେଲଜିୟମ ଓ ଅଷ୍ଟ୍ରେଲିଆକୁ ଭେଟିବ। ଆଜିର ମ୍ୟାଚ୍‌ରେ ଭାରତ ଆରମ୍ଭରୁ ହିଁ ଆୟର୍ଲ୍ୟାଣ୍ଡ ଉପରେ

Read More »