hospital

ରାଜ୍ୟ

ଶିଶୁ ଖାଦ୍ୟନଳୀରୁ ବାହାରିଲା ଧାତବ ପିନ୍‍

ଭୁବନେଶ୍ୱର : ୧୦ ମାସର ଶିଶୁ ଅସାବଧାନତା ଭାବେ ଗିଳି ଦେଇଥିଲା ଧାତବ ପିନ୍‍। କିମ୍‍ସ ଡାକ୍ତରଙ୍କ ଅକ୍ଳାନ୍ତ ପରିଶ୍ରମ ପରେ  ଶିଶୁଟି ମୃତ୍ୟୁ ମୁହଁରୁ ବଞ୍ଚିଯାଇଛି । ରାଉରକେଲାର ୧୦ ମାସର ଶିଶୁ ଏକ ଧାତବ ପିନ୍‍ ଗିଳି ଦେଇଥିଲା। ପିନ୍‍ଟି ଶିଶୁର ଖାଦ୍ୟନଳୀରେ ଅଟକି ରହିଥିଲା। ଶିଶୁଟି ବାରମ୍ବାର ବାନ୍ତି କରିବାରୁ ତାକୁ ତାର ପରିବାର ଲୋକେ ବିଭିନ୍ନ ଡାକ୍ତରଖାନାରେ ଦେଖାଇଥିଲେ। ବାନ୍ତିର କାରଣ ଜଣାନପଡ଼ିବାରୁ ତାକୁ ୧୮ତାରିଖରେ ସେମାନେ କିମ୍‍ସରେ ଭର୍ତ୍ତି କରିଥିଲେ।

Read More »
ଜୀବନଚର୍ଯ୍ୟା

କିମ୍‍ସରେ ଲାଗିଲା ଅତ୍ୟାଧୁନିକ କାର୍ଡିଆକ୍‍ ଲେଜର ମେସିନ୍‍

ଭୁବନେଶ୍ୱର : ଜଟିଳ ହୃଦରୋଗର ସରଳ ଚିକିତ୍ସା ପାଇଁ କିମ୍‍ସରେ ଆରମ୍ଭ ହୋଇଛି କାର୍ଡିଆକ୍‍ ଲେଜର ମେସିନ୍‍ ଜରିଆରେ ରୋଗୀ ସେବା । ଜଟିଳରୁ ଜଟିଳତମ ହୃଦରୋଗ ଚିକିତ୍ସା ପାଇଁ ସମଗ୍ର ପୂର୍ବ ଭାରତରେ ପ୍ରଥମ ଥର ଲାଗି କିମ୍‍ସରେ ଏଭଳି ଯନ୍ତ୍ର ସ୍ଥାପନା କରାଯାଇଛି । ଏହାକୁ କିଟ୍‍, କିସ୍‍ ଓ କିମ୍‍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆଜି ଉଦ୍‍ଘାଟନ କରିଛନ୍ତି । ଶ୍ରୀ ସାମନ୍ତ କହିଛନ୍ତି ହୃଦରୋଗ ଚିକିତ୍ସା କ୍ଷେତ୍ରରେ କିମ୍‍ସ ଏକ ଉଦାହରଣ ସୃଷ୍ଟି

Read More »