Independence day

  • |

    କିଟ୍‍ ଓ କିସରେ ସ୍ୱାଧୀନତା ଦିବସ ପାଳିତ

    କିଟ୍‍, କିସ୍‍, କିମ୍‍ସ, କିଟ୍‍ ପବ୍ଲିକ୍‍ ସ୍କୁଲ୍‍ ଓ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲରେ ଗୁରୁବାର ୭୮ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କିସ୍‍ର ସ୍ୱାଧୀନତା ଦିବସ ପାଳନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଛାତ୍ରଛାତ୍ରୀଙ୍କୁ ଉଦ୍‍ବୋଧନ ଦେଇ ଶ୍ରୀ ସାମନ୍ତ କହିଲେ, ସମାଜର ବିକାଶରେ ଶିକ୍ଷାର ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଛି। ବିଶେଷ କରି ଗୁଣାତ୍ମକ ଶିକ୍ଷା ଜରିଆରେ ସମାଜର ଦୁର୍ବଳ ବର୍ଗ ତଥା ଜନଜାତି ଛାତ୍ରଛାତ୍ରୀଙ୍କ…