Indian dental association

ଦେଶ ବିଦେଶ

କିଟ୍ ଡେଣ୍ଟାଲ କଲେଜକୁ ଚରକ ଜାତୀୟ ପୁରସ୍କାର

ଭୁବନେଶ୍ୱର : କ୍ଲିନିକାଲ୍ ଉତ୍କର୍ଷତା ନିମନ୍ତେ ଇଣ୍ଡିଆନ୍ ଡେଣ୍ଟାଲ ଆସୋସିଏସନ (ଆଇଡ଼ିଏ) ପକ୍ଷରୁ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଣ୍ଟାଲ ସାଇନସେସ୍‌ (କିଡ଼ସ୍‌)କୁ ଜାତୀୟ ଚରକ ପୁରସ୍କାର ପ୍ରଦାନ କରାଯାଇଛି। ଆଇଡ଼ିଏ ପକ୍ଷରୁ ଗତ ୮ତାରିଖ ମୁମ୍ବାଇରେ ଅନୁଷ୍ଠିତ ଏକ ଉତ୍ସବରେ କିଡ଼ସ୍‌କୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। କିଡ଼ସ୍ ନିର୍ଦ୍ଦେଶକ ଡା. ଯୁଗଜ୍ୟୋତି ପାଠୀ ଏହି ପୁରସ୍କାର ଗ୍ରହଣ କରିଥିଲେ। ଏହି ପୁରସ୍କାର ପ୍ରଦାନ ଉତ୍ସବରେ ଚିଲିର କନ୍‌ସଲ୍ ଜେନେରାଲ ଗୁସ୍ତଫୋ ଗନ୍‌ଜେଲ୍‌ଜେ, ତାଇୱାଲ୍ ଏକ୍‌ସଟର୍ନାଲ୍ ଟ୍ରେଡ୍ ଡେଭେଲପମେଣ୍ଟ କାଉନ୍‌ସିଲ୍‌ର ଆଲେକ୍‌ସ ଚେନ୍‌, ଆଇଡିଏର ସଭାପତି

Read More »