Indian Team

  • | |

    ନୂଆ ରେକର୍ଡର ଅଧିକାରୀ ହୋଇଛନ୍ତି ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ସେ ବିରାଟ କୋହଲିଙ୍କ ବିରଳ ରେକର୍ଡକୁ ଅତିକ୍ରମ କରି ଯାଇଛନ୍ତି। ଏବେ ସେ ଛକା ମାରି ଭାରତ ପାଇଁ ମ୍ୟାଚ ଶେଷ କରିଥିବା ଖେଳାଳିଙ୍କ ତାଲିକାର ୧ନଂ ସ୍ଥାନରେ ପହଞ୍ଚି ଯାଇଛନ୍ତି। ପୂର୍ବରୁ ବିରାଟ କୋହଲିଙ୍କ ନାଁରେ ଏହି ରେକର୍ଡ ରହିଥିଲା। କିନ୍ତୁ ବାଂଲାଦେଶ ବିପକ୍ଷ ପ୍ରଥମ ଟି-୨୦ରେ ପାଣ୍ଡ୍ୟା ଛକା ମାରି ମ୍ୟାଚ୍‌ ଶେଷ କରିବା କ୍ଷଣି ତାଙ୍କ ନାଁରେ ନୂଆ ରେକର୍ଡ…

  • | |

    ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଚାଇନାକୁ ପରାସ୍ତ କଲା ଭାରତ

    ପୁରୁଷ ଏସିଆନ ଚାମ୍ପିୟନ୍ସ ଟ୍ରଫିର ଅଷ୍ଟମ ସଂସ୍କରଣ ଆଜିଠାରୁ ଚାଇନାର ହୁଲୁନବୁଇରରେ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ରେ ୩-୦ ଗୋଲରେ ଚାଇନାକୁ ପରାସ୍ତ କରିଛି ଡିଫେଣ୍ଡିଂ ଚାମ୍ପିୟନ ଭାରତ। ଭାରତୀୟ ଟିମ୍ ପକ୍ଷରୁ ସୁଖଜୀତ ସିଂହ, ଉତ୍ତମ ସିଂହ ଓ ଅଭିଷେକ ଏହି ତିନୋଟି ଗୋଲ୍ କରିଥିଲେ। ଭାରତ ପାଇଁ ପ୍ରଥମ ଗୋଲ୍ କରିଥିଲେ ସୁଖଜୀତ ସିଂହ। ୧୪ତମ ମିନିଟ୍‌ରେ ସେ ଏହି ଗୋଲ୍ କରିଥିଲେ। ତା’ପରେ ଆଉ ପଛକୁ ଦେଖି ନଥିଲା ଦଳ। ଭାରତ ଦ୍ୱିତୀୟ ଗୋଲ…