Live Odisha Tv

International Congress

ତାଜା ଖବର

କିଟ୍‍ ବିଶ୍ୱବିଦ୍ୟାଳୟକୁ ଗ୍ରୀନ୍‍ କ୍ୟାମ୍ପସ୍‍ ପୁରସ୍କାର-୨୦୨୪

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟରେ ଆଜି ପରିବେଶରେ ଆର୍ସେନିକ୍‍ ଉପରେ ୯ମ ଅନ୍ତର୍ଜାତୀୟ କଂଗ୍ରେସ ପ୍ରଦର୍ଶନୀ ଉଦ୍‍ଘାଟିତ ହୋଇଛି । ଚାରିଦିନଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ୫୦ଟି ଦେଶରୁ ୧୦୦ରୁ ଊର୍ଦ୍ଧ ପ୍ରତିନିଧିଙ୍କ ସମେତ ୪୦୦ ପ୍ରତିନିଧି ଯୋଗଦେଇଛନ୍ତି । ସେମାନଙ୍କ ମଧ୍ୟରେ ବହୁ ବୈଜ୍ଞାନିକ,ଗବେଷକ ଓ ଖ୍ୟାତିସମ୍ପନ୍ନ ପ୍ରଫେସର ଅନ୍ତର୍ଭୁକ୍ତ । ପ୍ରଥମଥର ଲାଗି ଏହି ସମ୍ମାନଜନକ କଂଗ୍ରେସ ଭାରତରେ ଅନୁଷ୍ଠିତ ହେଉଛି । ଏହି କଂଗ୍ରେସର ଉଦ୍‍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ

Read More »