Live Odisha Tv

jagannath

ତାଜା ଖବର

ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ ହେବ ଆଲମିରା ଓ ସିନ୍ଦୁକ

ସ୍ଥାନାନ୍ତରଣ ହେବ ଆଲମିରା ଓ ସିନ୍ଦୁକ । ରାଜ୍ୟସରକାରଙ୍କ ଏସଓପି ଅନୁଯାୟୀ ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ କରାଯିବ ଖାଲି ଆଲମିରା ଓ ସିନ୍ଦୁକ ।  ଆସନ୍ତା ୨୩ ତାରିଖରେ ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ ହେବ ଖାଲି ଆଲମିରା ଓ ସିନ୍ଦୁକ । ଉଭୟ ବାହାର ଓ ଭିତର ଶ୍ରୀମନ୍ଦିର ନୀଳାଦ୍ରି ବିହାର ମ୍ୟୁଜିୟମ ନିକଟରେ ଥିବା କୋଠରୀକୁ ସ୍ଥାନାନ୍ତରଣ କରାଯିବ । ଗତ ଜୁଲାଇ ୧୪ ଓ ୧୮ ତାରିଖ ଦିନ ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନଭଣ୍ଡାରରୁ ଅସ୍ଥାୟୀ

Read More »
ତାଜା ଖବର

ଆସନ୍ତାକାଲି ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ

ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡ଼ିଛନ୍ତି ଶ୍ରୀଜିଉ। ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସିଂହଦ୍ୱାରରେ ପହଞ୍ଚିଛନ୍ତି। ସିଂହଦ୍ୱାରରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପ୍ରବଳ ଭିଡ଼ ଜମିଛି। ଆସନ୍ତାକାଲି ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ମହଣ ମହଣ ରତ୍ନ ଅଳଙ୍କାରରେ ଆଭୂଷିତ ହେବେ ଶ୍ରୀଜିଉ। ତା’ପରେ ଅଧରପଣା ଏବଂ ଶୁକ୍ରବାର ରହିଛି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ। ଗତକାଲି ସୁରୁଖୁରୁରେ ମହାବାହୁଙ୍କ ବାହୁଡା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଲକ୍ଷ୍ମୀ-ନାରାୟଣ ଭେଟ

Read More »
ତାଜା ଖବର

ଖୋଲିଲା ରତ୍ନ ଭଣ୍ଡାର, ଟ୍ବିଟ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ରତ୍ନଭଣ୍ଡାର ଖୋଲାଯିବା ନେଇ ସିଏମ୍‌ଓ ପକ୍ଷରୁ ଟୁଇଟ୍‌ କରାଯାଇଛି । ‘ମହାପ୍ରଭୁଙ୍କ ଇଚ୍ଛାରେ ୪୬ ବର୍ଷ ପରେ ଖୋଲାଗଲା ରତ୍ନଭଣ୍ଡାର’ । ‘ତୁମ ଇଚ୍ଛାରେ ପ୍ରଥମେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲାଗଲା’ । ‘ଏ ମହାନ କାର୍ଯ୍ୟ ସଫଳ ହେବ ବୋଲି ମୋର ଦୃଢ଼ ବିଶ୍ୱାସ’ । ତୁମ ଇଚ୍ଛାରେ ଓଡିଆ ଜାତି ଆଜି ଆଗକୁ ବଢୁଛି । ଅସ୍ମିତାର ପରିଚୟକୁ ନେଇ ଆଗକୁ ବଢୁଛି ।

Read More »
ତାଜା ଖବର

ଅରବିନ୍ଦଙ୍କୁ ଶ୍ରୀମନ୍ଦିର ଦାୟୀତ୍ୱ

ବିଶୃଙ୍ଗଳିତ ଆଚରଣ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ । ଏହା କହିଛନ୍ତି ଶ୍ରୀମନ୍ଦିର ନବ ନିଯୁକ୍ତ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଆଜି ଦାୟିତ୍ୱ ଗ୍ରହଣ କରିବା ପରେ ସେ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ମୁଖ୍ୟ ପ୍ରଶାସକ କହିଛନ୍ତି ଯେ, ନୀତିକାନ୍ତି ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ । ବିଶୃଙ୍ଖଳିତ ଆଚରଣ କଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହାସହିତ ରଥ ଉପରେ ଅଣ ସେବାୟତ କିଭଳି ଚଢିବେ ନାହିଁ ସେଥିପ୍ରତି

Read More »
ଦେଶ ବିଦେଶ

ବଡଦାଣ୍ଡରୁ ଗଡିଲା ତିନି ରଥ

ପୁରୀ : ଗତକାଲି ବଡଦାଣ୍ଡରେ ଅଟକି ରହିଥିବା ୩ ରଥ ଆଜି ସକାଳୁ ଜନ୍ମବେଦୀ ମୁହାଁ ହୋଇଛନ୍ତି। ଲକ୍ଷଲକ୍ଷ ଭକ୍ତଙ୍କ ଉପସ୍ଥିତିରେ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ି ଚାଲିଛି ରଥ। ଆଗେ ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର। ପଛେପଛେ ଆସୁଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ। ଶେଷରେ ନନ୍ଦିଘୋଷ ରଥରେ ଆସୁଛନ୍ତି କାଳିଆ ସାଆନ୍ତ। ରଥରେ ୩ ଠାକୁରଙ୍କୁ ପାଇ ଭାବବିହ୍ୱଳ ହୋଇପଡ଼ିଛନ୍ତି ଭକ୍ତ। ଘଣ୍ଟଘଣ୍ଟା, ବାଦ୍ୟରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ୩ ରଥକୁ ବେଶ

Read More »
ରାଜ୍ୟ

ଶ୍ରୀବାଣୀକ୍ଷେତ୍ରରେ ଘୋଷଯାତ୍ରା

ଭୁବନେଶ୍ୱର : ପ୍ରତିବର୍ଷ ପରି କିସ୍ ଶ୍ରୀବାଣୀ କ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ମହାସମାରୋହରେ ସଂପନ୍ନ ହୋଇଯାଇଛି। ଆଜି ପୂର୍ବାହ୍ନରେ ମଙ୍ଗଳ ଆରତି, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା ଓ ରଥ ପ୍ରତିଷ୍ଠା ଆଦି ନୀତିକାନ୍ତି ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁସାରେ ସଂପନ୍ନ ହେବା ପରେ କିଟ୍‍ ମନ୍ଦିର ଟ୍ରଷ୍ଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୪ଟାରେ ଛେରା ପହଁରା ନୀତି ସଂପନ୍ନ ହୋଇଥିଲା। ଅପରାହ୍ନ ୪ଟା ୩୦ମିନିଟ୍‍ରେ ଭକ୍ତମାନେ ପ୍ରଭୁ ବଳଭଦ୍ର,

Read More »