jagannath temple

ପର୍ଯ୍ୟଟନ

ଶ୍ରୀବାଣୀକ୍ଷେତ୍ରରେ ଘୋଷଯାତ୍ରା

ଭୁବନେଶ୍ଵର : ପ୍ରତିବର୍ଷ ପରି କିସ୍ ଶ୍ରୀବାଣୀ କ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ମହାସମାରୋହରେ ସଂପନ୍ନ ହୋଇଯାଇଛି। ଆଜି ସକାଳୁ ବର୍ଷା ଲାଗି ରହିଥିଲେ ମଧ୍ୟ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁସାରେ ପୂର୍ବାହ୍ନରେ ମଙ୍ଗଳ ଆଳତୀ, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା ଓ ରଥ ପ୍ରତିଷ୍ଠା ଆଦି ନୀତିକାନ୍ତି ସଂପନ୍ନ ହେବା ପରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା, ସୁଦର୍ଶନ ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ପହଣ୍ଡି ବିଜେ କରାଯାଇ ତିନିରଥରେ ରଥାରୁଢ କରାଯାଇଥିଲା

Read More »
ତାଜା ଖବର

ନବବର୍ଷ ପାଇଁ ପୁରୀରେ ସୁରକ୍ଷା କଡାକଡି 

ଇଂରାଜୀ ନବବର୍ଷ ପାଇଁ ଆଉ ଦିନ କେଇଟା ବାକି ରହିଥିବା ବେଳେ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି ପୋଲିସ। ନୂଆ ବର୍ଷରେ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ଭିଡ ଶ୍ରୀକ୍ଷେତ୍ରରେ ଦେଖିବାକୁ ମିଳିଥାଏ । ଏଥର ମଧ୍ୟ ଭକ୍ତଙ୍କ ସଂଖ୍ୟା ବଢିପାରେ ବୋଲି ଆକଳନ କରାଯାଉଛି । ସେଥିପାଇଁ ସମସ୍ତ ଦିଗରୁ ପ୍ରସ୍ତୁତି କରିଛି ପୋଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ । ଯେଉଁଥିପାଇଁ ଆଜି ପୁରୀ ଜିଲ୍ଲାର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ସମୀକ୍ଷା ବୈଠକ କରିଥିଲେ

Read More »
ତାଜା ଖବର

ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଦୈନିକ ୫ ଘଣ୍ଟା ଧରି ମରାମତି କାମ ହେବାକୁ ଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶ୍ରୀଜିଉଙ୍କ ଶୃଙ୍ଖଳିତ ନୀତି ନିର୍ଘଣ୍ଟ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍‌ ସର୍ଭେ ରିପୋର୍ଟ ଆଧାରରେ ଓ ରାଜ୍ୟ ସରକାରଙ୍କ ଏସଓପି ଭିତ୍ତିରେ ହେବ ମରାମତି କାମ।

Read More »