ଜୀବନଚର୍ଯ୍ୟା
କିଟ୍, କିସ୍ ଓ ଜାପାଇଗୋ ମଧ୍ୟରେ ବୁଝାମଣା
ଭୁବନେଶ୍ୱର : ଜନଜାତି ସ୍ୱାସ୍ଥ୍ୟ ବିକାଶ ଓ ଯୁବ ସଶକ୍ତିକରଣ ନେଇ କିଟ୍, କିସ୍ ଓ ଜାପାଇଗୋ ମଧ୍ୟରେ ଗୁରୁବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ଟ୍ରାଇବାଲ୍ ହେଲ୍ଥ ରିସର୍ଚ୍ଚ ଇନୋଭେସନ୍ ଆଣ୍ଡ ଭୋକେସନାଲ୍ ଏମପାୱାରମେଣ୍ଟ (ଥ୍ରାଇଭ୍) ଶୀର୍ଷକ ବୁଝାମଣା ପତ୍ରରେ କିଟ୍ ବିଶ୍ୱବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ, କିସ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ କୁମାର ବେହେରା ଓ ଜାପାଇଗୋ ପକ୍ଷରୁ ଡ. ସୋମେଶ କୁମାର ସ୍ୱାକ୍ଷର କରିଥିଲେ । କିଟ୍ ଓ କିସ୍