Job

ତାଜା ଖବର

୭୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ତରଫରୁ କଳିଙ୍ଗ ଷ୍ଟାଡିୟମରେ ମେଗା ନିଯୁକ୍ତି ମେଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ୧୨ ଟି ବିଭାଗର ୭ ହଜାର ୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “ଆମ ସରକାର ଖାଲି ପଡ଼ିଥିବା ପଦ ଏବଂ ଖାଲି ହେଉଥିବା ପଦବି ପୁରା କରୁଛନ୍ତି। ବିଭିନ୍ନ ବିଭାଗକୁ ଏଥିପାଇଁ ନିର୍ଦ୍ଦେଶ ଦେଇଥିଲି। ସରକାର ଦ୍ରୁତ ଶିଳ୍ପାୟନ କ୍ଷେତ୍ରରେ କାମ କରୁଛନ୍ତି। ଆମ ସରକାର ଆସିବାର

Read More »
ଦେଶ ବିଦେଶ

କିଟ୍‍ ରେ ପଢ଼ୁଥିବା କିସ୍‍ର ୧ଶହ ଛାତ୍ରଛାତ୍ରୀ ପାଇଲେ କ୍ୟାମ୍ପସ ପ୍ଲେସମେଣ୍ଟ

ଭୁବନେଶ୍ୱର : କିଟ୍‍ ରେ  ପଢ଼ୁଥିବା କିସ୍‍ର ୧ଶହ ଛାତ୍ରଛାତ୍ରୀ ଇତି ମଧ୍ୟରେ ବିଭିନ୍ନ କମ୍ପାନୀରେ କ୍ୟାମ୍ପସ୍‍ ପ୍ଲେସମେଣ୍ଟ ପାଇଛନ୍ତି। କିଟ୍‍ ରେ  ଆଇଟିଆଇ, ପଲିଟେକ୍‍ନିକ୍‍, ବିଟେକ୍‍, ରୁରାଲ ମ୍ୟାନେଜମେଣ୍ଟ ଆଦି ପାଠ୍ୟକ୍ରମରେ ପାଠ ପଢ଼ୁଥିବା କିସ୍‍ର ଏହି ଛାତ୍ରଛାତ୍ରୀମାନେ କ୍ୟାମ୍ପସ୍‍ ପ୍ଲେସମେଣ୍ଟ ପାଇବାରେ ସଫଳ ହୋଇଛନ୍ତି। ଏହି ପିଲାଙ୍କ ମଧ୍ୟରୁ କିସ୍‍ର ଶକୁନ୍ତଳା ସୋରେନ୍‍ ଜିଇ ହେଲ୍‍ଥକେୟାର କମ୍ପାନୀରେ ସର୍ବାଧିକ ୯.୫ ଲକ୍ଷ ଟଙ୍କା ବାର୍ଷିକ ପ୍ୟାକେଜରେ କ୍ୟାମ୍ପସ୍‍ ପ୍ଲେସମେଣ୍ଟ ପାଇଛନ୍ତି। ଏଥିରେ କିସ୍‍ ଛାତ୍ରଛାତ୍ରୀମାନେ ସର୍ବନିମ୍ନ ୪ଲକ୍ଷ ଟଙ୍କା ପ୍ୟାକେଜରେ ନିଯୁକ୍ତି ପତ୍ର ପାଇଛନ୍ତି।

Read More »