
ତାଜା ଖବର
ଜୟଙ୍କୁ ବିଜେପି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା
ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ଭୋଟରେ ବିଜୟୀଲାଭ କରିଥିବା ଜୟ ଢୋଲକିଆଙ୍କୁ ରାଜ୍ୟ ବିଜେପି ପକ୍ଷରୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଭୁବନେଶ୍ୱର ସ୍ଥିତି ରାଜ୍ୟ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଜୟଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ମଞ୍ଚରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସଭାପତି ମନମୋହନ ସାମଲ ଜୟଙ୍କୁ ଉତ୍ତରୀୟ ଓ ଫୁଲତୋଡ଼ା ଦେଇ ତାଙ୍କୁ ସ୍ୱାଗତ କରିଛନ୍ତି । ଜୟ ଢୋଲକିଆ ଗଣମାଧ୍ୟମକୁ ପ୍ରତିକ୍ରିୟାରେ ବିଜୟ ପାଇଁ ନୂଆପଡ଼ାବାସୀଙ୍କୁ ଶ୍ରେୟ

