Kadambini

ଦେଶ ବିଦେଶ

କାଦମ୍ବିନୀ ସାହିତ୍ୟ ମହୋତ୍ସବ ଅନୁଷ୍ଠିତ

ଭୁବନେଶ୍ୱର : ମାସିକ ପାରିବାରିକ ପତ୍ରିକା ‘କାଦମ୍ବିନୀ’ର ପକ୍ଷରୁ ‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଶିଷ୍ଟ ମରାଠୀ ସାହିତ୍ୟିକ ଡ. ଜ୍ଞାନେଶ୍ୱର ମୁଳେଙ୍କୁ ଚଳିତବର୍ଷର ସମ୍ମାନଜନକ ‘ନୀଳିମାରାଣୀ ସାହିତ୍ୟ ସମ୍ମାନ-୨୦୨୫’ ପ୍ରଦାନ କରାଯାଇଥିଲା । ପୁରସ୍କାର ସ୍ୱରୂପ ତାଙ୍କୁ ୧୦ଲକ୍ଷ ଟଙ୍କାର ନଗଦ ଅର୍ଥରାଶି, ରୌପ୍ୟ ଫଳକ, ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରାଯାଇଥିଲା । ସମ୍ମାନ ଗ୍ରହଣ କରି ଡ. ମୁଳେ କହିଲେ, ସାହିତ୍ୟର ମୂଲ୍ୟ ହେଉଛି ସ୍ୱତନ୍ତ୍ରତା, ସମତା

Read More »
ରାଜ୍ୟ

କାଦମ୍ବିନୀର ରୌପ୍ୟ ଜୟନ୍ତୀ

ଭୁବନେଶ୍ୱର : ଭାରତୀୟ ଶାସ୍ତ୍ରୀୟ ଭାଷା ମଧ୍ୟରେ ଓଡ଼ିଆ ଭାଷାର ଏକ ସମୃଦ୍ଧ ଇତିହାସ ରହିଛି ବୋଲି ରାଜ୍ୟପାଳ ରଘୁବର ଦାସ କହିଛନ୍ତି । ଆଜି ସର୍ବଜନାଦୃତ ମାସିକ ଓଡ଼ିଆ ପତ୍ରିକା କାଦମ୍ବିନୀର ରୌପ୍ୟ ଜୟନ୍ତୀ ସମାରୋହର ଉଦ୍‍ଘାଟକ ତଥା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ଦାସ ଏହା କହିଛନ୍ତି । ସେ କହିଲେ, ଓଡ଼ିଆ ଭାଷା ହେଉଛି ସାଂସ୍କୃତିକ ଅଭିବ୍ୟକ୍ତି ଓ ଭାବନାର ଅପୂର୍ବ ଭଣ୍ଡାର । କାଦମ୍ବିନୀ ବରିଷ୍ଠ ଲେଖକଙ୍କୁ ସମ୍ମାନ ଦେବା

Read More »