
ରାଜ୍ୟ
ସଫଳ ସ୍ତନ କର୍କଟ ଅସ୍ତ୍ରୋପଚାର
ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ଗରିବ ଲୋକଙ୍କ ନିକଟରେ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦେବା ଲକ୍ଷ୍ୟରେ କିମ୍ସର ପ୍ରତିବଦ୍ଧତା ପ୍ରମାଣିତ ହୋଇଛି । କଟକ ଜିଲ୍ଲାର କଲାରାବାଙ୍କସ୍ଥିତ କିମସ ଗ୍ରାମାଞ୍ଚଳ ହସ୍ପିଟାଲର ଡାକ୍ତରମାନେ ଜଣେ ମହିଳାଙ୍କଠାରେ ସଫଳତାର ସହ ସ୍ତନ କର୍କଟ ଅସ୍ତ୍ରୋପଚାର କରିଛନ୍ତି । ୫୫ ବର୍ଷୀୟା ଏହି ରୋଗୀଙ୍କଠାରେ ସ୍ତନ କର୍କଟ ରୋଗ ଲକ୍ଷଣ ପ୍ରକାଶ ପାଇବାରୁ ତାଙ୍କୁ କଲରାବାଙ୍କ ରୁରାଲ୍ ହସ୍ପିଟାଲରେ ଡାକ୍ତରଙ୍କ ସହ ପରାମର୍ଶ କରାଯାଇ ସେଠାରେ ଭର୍ତ୍ତି କରାଯାଇଥିଲା। ଗତ ୨୫ ତାରିଖରେ

