Keonjhar

ଅପରାଧ

ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ ଇଓଡବ୍ଲ୍ୟୁର ଆବେଦନ

ଭୁବନେଶ୍ୱର: ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି କୋ-ଅପରେଟିଭ ସୋସାଇଟି ଲିମିଟେଡରେ ଦୁର୍ନୀତି ମାମଲାରେ ବିଜେଡି ନେତା ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ ଆବେଦନ କଲା ଇଓଡବ୍ଲ୍ୟୁ । କ୍ରାଇମବ୍ରାଞ୍ଚର ଆର୍ଥିକ ଅପରାଧ ଶାଖା ୫ ଦିନ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି । ରିମାଣ୍ଡରେ ଆଣି ବିଜେଡି ନେତା ସୌମ୍ୟଶଙ୍କର ଓରଫ ରାଜାଙ୍କୁ ପଚରା ଉଚୁରା କରିବ ଇଓଡବ୍ଲ୍ୟୁ । ଗନ୍ଧମାର୍ଦ୍ଦନ ଲୋଡିଂ ମାଇନ୍ସ ଦୁର୍ନୀତିରେ  ରାଜା ଚକ୍ରଙ୍କୁ ଗତ ୧୩ ତାରିଖରେ ଗିରଫ କରିଥିଲା ଇଓଡବ୍ଲ୍ୟୁ

Read More »
ତାଜା ଖବର

କେନ୍ଦୁଝରରେ ନିର୍ମାଣ ହେବ ଷ୍ଟିଲ୍‌ ପ୍ଲାଣ୍ଟ

ଭୁବନେଶ୍ବର: ଖଣିଜ ସଂପଦରେ ପରିପୂର୍ଣ୍ଣ କେନ୍ଦୁଝରରେ ବୃହତ୍‌ ଷ୍ଟିଲ୍‌ କାରଖାନା ନିର୍ମାଣ ହେବାର ଆଶା ଅଧିକ ଦେଖାଦେଇଛି। କେନ୍ଦୁଝର ଜିଲ୍ଲାରେ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁଣି ଥରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ କହିଛନ୍ତି। ଜିଲ୍ଲାରେ ହେବାକୁ ଥିବା ଏହି କାରଖାନା ପାଇଁ ଚଳିତ ମାସ ଭୁବନେଶ୍ବରରେ ଆୟୋଜିତ ଦୁଇଦିନିଆ ‘ଉତ୍କର୍ଷ ଓଡ଼ିଶା’ କନ୍‌କ୍ଲେଭ୍‌ରେ ଏଥି ପାଇଁ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇପାରେ। ଏହି କାରଖାନା ନିର୍ମାଣ ପାଇଁ ୬୫ ହଜାର କୋଟି ଟଙ୍କା

Read More »