
କିମ୍ସରେ ଜାତୀୟ ଡାକ୍ତର ଦିବସ ପାଳିତ
ଭୁବନେଶ୍ୱର : କିମସ ପକ୍ଷରୁ ଜାତୀୟ ଡାକ୍ତର ଦିବସ ପାଳିତ ହୋଇ ଯାଇଛି । ଏହି ଅବସରରେ କିଟ୍, କିସ୍ ଓ କିମସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡାକ୍ତରଙ୍କୁ ସେମାନଙ୍କର ଅକ୍ଳାନ୍ତ ସେବା ଏବଂ ପ୍ରତିବଦ୍ଧତା ପାଇଁ ପ୍ରଶଂସା କରିଥିଲେ । ଡାକ୍ତରଙ୍କୁ ଈଶ୍ୱରଙ୍କ ଦ୍ୱିତୀୟ ରୂପ ବୋଲି ଅଭିହିତ କରି ସେମାନଙ୍କର ନିଃସ୍ୱାଥର୍ପର ସେବା ପାଇଁ କୃତଜ୍ଞତା ଜଣାଇଥିଲେ । ପ୍ରସିଦ୍ଧ ଡାକ୍ତର ବିଧାନ ଚନ୍ଦ୍ର ରାୟଙ୍କ ସ୍ମୃତିଚାରଣ










