KIIT School

ରାଜ୍ୟ

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ସଫଳତା

ଭୁବନେଶ୍ୱର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶିତ ହୋଇଛି। ଏଥିରେ ଦଶମ ଶ୍ରେଣୀରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି । ସ୍କୁଲ୍‍ର ଛାତ୍ର ଅଦ୍ୱେୟ ଷଡ଼ଙ୍ଗୀ ସର୍ବାଧିକ ୯୯.୮ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପ୍‍ପର ହୋଇଥିବା ବେଳେ ଛାତ୍ରୀ ସ୍ୱସ୍ତିକା ମିଶ୍ର ୯୯.୪ ପ୍ରତିଶତ ନମ୍ବର ରଖି ଦ୍ୱିତୀୟ ସ୍ଥାନରେ ଅଛନ୍ତି। କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ସମସ୍ତ

Read More »
ରାଜ୍ୟ

ସିବିଏସ୍‍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ କିଟ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ସଫଳତା

ଭୁବନେଶ୍ୱର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ଏଥିରେ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ଦ୍ୱାଦଶରେ ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ତ୍ରିଶା ରଥ କଳାରେ ସର୍ବାଧିକ ୯୯.୪ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପ୍‍ପର ହେବା ସହ ଆଞ୍ଚଳିକ ଟପ୍‍ପର ହୋଇଛନ୍ତି। ସେହିପରି 

Read More »