kiit

ଦେଶ ବିଦେଶ

କିଟ୍‍ ଓ କିସ୍‍ ପକ୍ଷରୁ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଏପ୍ରିଲ ୧୮ତାରିଖରେ କିଟ୍‍ ରେ ଅନୁଷ୍ଠିତ ହେବାକୁ ଥିବା ୬୧ତମ ଫେମିନା ମିସ୍ ଇଣ୍ଡିଆ ଇଭେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଦେଶବ୍ୟାପୀ ୩୦ ଜଣ ରାଜ୍ୟ ବିଜେତା ଆଜି କ୍ୟାମ୍ପସରେ ପହଞ୍ଚିବା ପରେ ସେମାନଙ୍କୁ କିଟ୍‍ ଓ କିସ୍‍ ପକ୍ଷରୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ଫେମିନା ମିସ୍‍ ଇଣ୍ଡିଆ ୨୦୨୪ ନିକିତା ପରୱାଲ୍‍, କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ, କିଟ୍‍ ଆର୍କିଟେକଚର ସ୍କୁଲ୍‍ର ମହାନିର୍ଦ୍ଦେଶକ ଏସ ଏସ୍‍

Read More »
ଦେଶ ବିଦେଶ

୪ରୁ କିଟ୍‍ ରେ ବିଶ୍ୱ ବିଚ୍‍ ଭଲିବଲ୍‍ ଚାମ୍ପିୟନ୍‍ସିପ୍‍

ଭୁବନେଶ୍ୱର: ମାର୍ଚ୍ଚ ୪ରୁ ୮ ତାରିଖ ପର୍ଯ୍ୟନ୍ତ କିଟ୍ ବିଶ୍ୱବିଦ୍ୟାଳୟରେ ଏଫ୍‍ଆଇଭିବି ବିଶ୍ୱ ବିଚ୍‍ ଭଲିବଲ୍‍ ଚାମ୍ପିଅନ୍‍ସିପ୍‍ (ପୁରୁଷ ଓ ମହିଳା) ଆୟୋଜିତ ହେଉଛି। ଏହି ଚାମ୍ପିୟନ୍‍ସିପ୍‍ ପ୍ରଥମ ଥର ଲାଗି ଭାରତ ବିଶେଷ କରି ଓଡ଼ିଶାର କିଟ୍‍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ୫୨ ଦେଶରରୁ ୮୨ଟି ଦଳ ଅଂଶଗ୍ରହଣ କରିବେ। ଏହି ଚାମ୍ପିୟନ୍‍ସିପ୍‍ ରେ ଅଲିମ୍ପିକ୍‍ ସ୍ୱର୍ଣ୍ଣପଦକ ବିଜେତାଙ୍କ ସମେତ ୩୦୬ ଖେଳାଳି ଓ ଅଫିସିଆଲ୍‍ ଯୋଗଦେବେ। ଏଥିପାଇଁ କିଟ୍‍ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଆୟୋଜନ କରାଯାଇଛି।

Read More »
ଦେଶ ବିଦେଶ

କିଟ୍‍ ଓ କିସ୍‍ ରେ ଆମାଜନ ଆଇନ୍‍ ମୁଖ୍ୟ

ଭୁବନେଶ୍ୱର : ଆମାଜନ ଚିଫ୍‍ ଗ୍ଲୋବାଲ୍‍ ଆଫ୍ୟାୟାର୍‍ସ ଓ ଆଇନ୍‍ ଅଧିକାରୀ ଡାଭିଡ୍‍ ଏ ଜାପଲସ୍କି ଆଜି କିଟ୍‍ ଓ କିସ୍‍ ପରିଦର୍ଶନ କରିଛନ୍ତି । ଏହି ଅବସରରେ ସେ କିଟ୍‍ର ବିଭିନ୍ନ କ୍ୟାମ୍ପସ୍‍ ଓ କିସ୍‍ର ସମସ୍ତ ୟୁନିଟ୍‍ ବୁଲି ଦେଖିଥିଲେ । କିସ୍‍ ବୁଲି ଦେଖିବା ପରେ ସେ ପ୍ରଥମ ଥର ଲାଗି କିସ୍‍ ଭଳି ଏକ ବିରାଟ ଓ ବିରଳ ଅନୁଷ୍ଠାନ ପରିଦର୍ଶନ କରି ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ । ଶିକ୍ଷା ଜରିଆରେ

Read More »
ଦେଶ ବିଦେଶ

ବିଶ୍ୱର ୪ଜଣ ବ୍ୟକ୍ତିଙ୍କୁ କିଟ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : ସୋମବାର କିଟ ବିଶ୍ୱବିଦ୍ୟାଳୟ ୨୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କଲମ୍ବିଆ ହସପିଟାଲିଟି ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଜନ୍ ଓପେନହାଇମର; କଲମ୍ବୋ ହୁନୁପିଟିଆ ଗଙ୍ଗାରାମାୟ ମନ୍ଦିରର ମୁଖ୍ୟ ପଦାଧିକାରୀ ଡ କିରିଣ୍ଡେ ଆସାଜି ନାୟକ ଥେରୋ; ଦି ପ୍ରିଣ୍ଟର୍ସ (ମହୀଶୂର) ପ୍ରାଇଭେଟ୍ ଲିମିଟେଡର ନିର୍ଦ୍ଦେଶକ ଏବଂ ପ୍ରେସ୍ ଟ୍ରଷ୍ଟ ଅଫ୍ ଇଣ୍ଡିଆ ବୋର୍ଡର ପ୍ରାକ୍ତନ ନିର୍ଦ୍ଦେଶକ କେ.ଏନ୍‌. ଶାନ୍ତ କୁମାର; ଏବଂ ତିବତୀୟ ବୌଦ୍ଧ ଧର୍ମର ଗୁରୁ ତଥା ସ୍ୱିଜରଲ୍ୟାଣ୍ଡର ରିପା ଇଣ୍ଟରନ୍ୟାସନାଲ୍ ସେଣ୍ଟରର

Read More »
ଦେଶ ବିଦେଶ

କିଟରେ ୟୁନେସ୍କୋ ଅନ୍ତର୍ଜାତୀୟ ଐତିହ୍ୟ ଆଇନ ପାଠ୍ୟକ୍ରମ

ଭୁବନେଶ୍ୱର : ଏସିଆର ଅସୁରକ୍ଷିତ ବୌଦ୍ଧ ଐତିହ୍ୟର ସୁରକ୍ଷା ଦିଗରେ କିଟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାକୁ ଯାଉଛି । ଏସିଆ ମହାଦେଶର ଗ୍ରାମାଞ୍ଚଳରେ ଥିବା ୯୦ ପ୍ରତିଶତରୁ ଅଧିକ ବୌଦ୍ଧ ଐତିହ୍ୟ ସ୍ଥଳ ଅସୁରକ୍ଷିତ ରହିଥିବା ବେଳେ ଏ ସଂପର୍କରେ ଭାରତ, ଚୀନ୍‌, କୋରିଆ ଓ ଜାପାନର ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। କିଟ୍‍ ଓ କିସ୍‍ ଏହି ସବୁ ଐତିହ୍ୟ ସ୍ଥଳର ସୁରକ୍ଷା କିପରି କରାଯାଇପାରିବ ସେ ନେଇ ପଦକ୍ଷେପ ଗ୍ରହଣ କରିବ। ଇଣ୍ଡିଆନ୍ ଟ୍ରଷ୍ଟ

Read More »
ଦେଶ ବିଦେଶ

କିଟ୍‍ ରେ ୪ ହଜାର ୟୁନିଟ୍‍ ରକ୍ତ ସଂଗ୍ରହ

ଭୁବନେଶ୍ୱର : କିଟ୍‍ ପକ୍ଷରୁ ଶନିବାର ଏକ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଆର୍ଟ ଅଫ୍‍ ଗିଭିଂର ଅନ୍ୟତମ ପ୍ରୟାସ ଭାବେ ଏହି ରକ୍ତଦାନ ପ୍ରତିବର୍ଷ ଆୟୋଜନ କରାଯାଇଥାଏ। ସକାଳ ୭ଟାରୁ ହଜାର ହଜାର କିଟ୍‍, କିସ୍‍ ଓ କିମ୍‍ସର ଛାତ୍ରଛାତ୍ରୀ ଓ କର୍ମଚାରୀ ସ୍ୱେଚ୍ଛାକୃତ ରକ୍ତଦାନ ନିମନ୍ତେ ପହଞ୍ଚିଥିଲେ। ରକ୍ତଦାନ ଶିବରକୁ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଦ୍‌ଘାଟନ କରିଥିଲେ। ରକ୍ତଦାନ ଶିବିରକୁ ଉଦ୍‍ଘାଟନ କରି ଶ୍ରୀ ସାମନ୍ତ ସମସ୍ତ ସ୍ୱେଚ୍ଛାସେବୀଙ୍କୁ ଶୁଭେଚ୍ଛା

Read More »
ଦେଶ ବିଦେଶ

କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର : କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଶ୍ରୀଲଙ୍କା ସାଂସଦ ନାମଲ ରାଜପକ୍ଷ ସୋମବାର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ପରେଡ ଅଭିବାଦନ ଗ୍ରହଣ କରି କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ପ୍ରତିବର୍ଷ କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ଅତି ଆଡ଼ମ୍ବରରେ ପାଳିତ ହୋଇଥାଏ। ପ୍ରତିବର୍ଷ ବିଦେଶରୁ ଜଣେ ଗଣ୍ୟମାନ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଅତିଥି

Read More »
କ୍ରୀଡା

ମିନି ମାରାଥନରେ ଶାଢ଼ି ପିନ୍ଧି ଦୌଡ଼ିଲେ ମହିଳା

ଭୁବନେଶ୍ୱର : ‘ସମସ୍ତଙ୍କ ପାଇଁ ଶିକ୍ଷା’ ବାର୍ତ୍ତା ନେଇ ପ୍ରତିବର୍ଷ ଜାନୁଆରୀ ମାସର ଶେଷ ରବିବାର କିଟ୍ ଓ କିସ୍ ପକ୍ଷରୁ ମିନି ମାରାଥନ୍‌ର ଆୟୋଜନ କରାଯାଇଥାଏ । ଚଳିତ ବର୍ଷ ମଧ୍ୟ ଆଜି ଓଡ଼ିଶାର ସମସ୍ତ ଜିଲ୍ଲା ଏବଂ ଭାରତର ମେଟ୍ରୋ ସହରଗୁଡ଼ିକରେ ଏହି ମିନି ମାରାଥନର ଆୟୋଜିତ ହୋଇଯାଇଛି । ‘ସମସ୍ତଙ୍କ ପାଇଁ ଶିକ୍ଷା’ ଲକ୍ଷ୍ୟ ନେଇ ସାଧାରଣରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ କିଟ୍‌, କିସ୍ ଓ କିମ୍‌ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ୨୦୧୬

Read More »
ଦେଶ ବିଦେଶ

କିସରେ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ

ଭୁବନେଶ୍ୱର : ସ୍ଥାୟୀ ବିକାଶ ଲକ୍ଷ୍ୟ ଓ କିସ୍‍: ପରିବର୍ତ୍ତନକାରୀ ଶିକ୍ଷା, ସ୍ୱେଚ୍ଛାସେବା ଓ ସମାଜ କୈନ୍ଦ୍ରିକ ପଦକ୍ଷେପ ମାଧ୍ୟମରେ ଭାରତର ସ୍ଥାୟୀ ବିକାଶ ଲକ୍ଷ୍ୟ କାର୍ଯ୍ୟକ୍ରମକୁ ଆଗକୁ ବଢ଼ାଇବା ଶୀର୍ଷକ ଉପରେ କିସ୍‍ ରେ ଶନିବାର ଦିନିକିଆ ଜାତୀୟ ଆଲୋଚନଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରି ବିକଶିତ ଭାରତ ପରିପ୍ରେକ୍ଷୀରେ ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟର ପ୍ରାସଙ୍ଗିକତା ଉପରେ ଆଲୋକପାତ କରିଥିଲେ। ସ୍ଥାନୀୟ ସମସ୍ୟାକୁ ଦୃଷ୍ଟିରେ ରଖି ସ୍ଥାୟୀ

Read More »
କ୍ରୀଡା

କିଟ୍‍ ରେ ଚେସ୍‍ ମହାକୁମ୍ଭ ଉଦ୍‍ଯାପିତ

ଭୁବନେଶ୍ୱର : ଜାନୁଆରୀ ୧୪ ଓ ୧୫ତାରିଖ ଦୁଇ ଦିନ ଧରି କିଟ୍‍ ରେ ଚାଲିଥିବା ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍ ଆଣ୍ଡ ଏଜୁକେସନାଲ୍ ଚେସ୍‌) ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ ଗୁରୁବାର ଉଦ୍‍ଯାପିତ ହୋଇଯାଇଛି। ଏହାକୁ ଅନ୍ତର୍ଜାତୀୟ ଚେସ୍‍ ଫେଡେରେସନ୍‍ (ଏଫ୍‌ଆଇଡିଇ)ର ଉପସଭାପତି ତଥା ଭାରତୀୟ ଗ୍ରାଣ୍ଡ ମାଷ୍ଟର ବିଶ୍ୱନାଥନ୍ ଆନନ୍ଦ ଗତକାଲି ଉଦ୍‍ଘାଟନ କରିଥିଲେ। ଆଜି ଉଦ୍‍ଯାପନୀ ଉତ୍ସବରେ ଯୋଗଦେଇ ଫିଡେ ସଭାପତି ଆର୍କାଡି ଭୋର୍କୋଭିଚ୍ ନିୟମିତ ଅଭ୍ୟାସ ଓ ଶୃଙ୍ଖଳା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ

Read More »