kiit

କ୍ରୀଡା

୧୪ରୁ କିଟ୍ ରେ ଚେସ୍‍ ମହାକୁମ୍ଭ

ଭୁବନେଶ୍ୱର : ଜାନୁଆରୀ ୧୪ ରୁ ୧୬ ତାରିଖ ପର୍ଯ୍ୟନ୍ତ କିଟ୍‍ ରେ ଅନୁଷ୍ଠିତ ହେବାକୁ ଯାଉଛି ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍‍ ଆଣ୍ଡ ଏଜୁକେସନାଲ୍‍ ଚେସ୍‍) ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ। ଭାରତରେ କିଟ୍‍ ରେ ପ୍ରଥମ ଥର ଲାଗି ଚେସ୍‍ର ଏଭଳି ମହାକୁମ୍ଭ ଅନୁଷ୍ଠିତ ହେବାକୁ ଯାଉଛି। ଅନ୍ତର୍ଜାତୀୟ ଚେସ୍‍ ସଂଘ (ଏଫ୍‍ଆଇଡିଇ) ଓ ଭାରତୀୟ ଚେସ୍‍ ସଂଘ (ଏଆଇସିଏଫ୍‍)ର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ଚେସ୍‍ର ଏହି ମହାକୁମ୍ଭରେ ଏଫ୍‍ଆଇଡିଇର ସଭାପତି ତଥା ଋଷ୍‍ର

Read More »
ତାଜା ଖବର

କିଟ୍‍ ବିଦେଶୀ ଛାତ୍ରଛାତ୍ରୀଙ୍କ ପସନ୍ଦଯୋଗ୍ୟ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ଉଚ୍ଚଶିକ୍ଷା ପାଇଁ ଓଡ଼ିଶା ବିଦେଶୀ ଛାତ୍ରଛାତ୍ରୀଙ୍କର ଏକ ପସନ୍ଦଯୋଗ୍ୟ ହବ୍‍ ରେ ପରିଣତ ହୋଇଛି। ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକରେ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ବୃଦ୍ଧି ପାଉଛି ବୋଲି ନିକଟରେ ନିତି ଆୟୋଗର ରିପୋର୍ଟ ପ୍ରକାଶ ପାଇଛି। ଭାରତରେ ଉଚ୍ଚଶିକ୍ଷାର ଅନ୍ତର୍ଜାତୀୟକରଣ ଉପରେ ନିତି ଆୟୋଗର ରିପୋର୍ଟ ଅନୁସାରେ ୨୦୨୧-୨୨ ଶିକ୍ଷାବର୍ଷରେ ଓଡ଼ିଶାକୁ ସର୍ବାଧିକ ବିଦେଶୀ ଛାତ୍ରଛାତ୍ରୀ ଶିକ୍ଷାଲାଭ ପାଇଁ ଆସିଛନ୍ତି। ନିତି ଆୟୋଗ ରିପୋର୍ଟରେ ଭାରତର କେଉଁ ରାଜ୍ୟରେ କେତେ ପିଲା ପଢୁଥିଲେ

Read More »
ତାଜା ଖବର

କର୍ଣ୍ଣାଟକର ସମୃଦ୍ଧି ତ୍ରିପାଠୀ କିଟ୍ ନହ୍ନିପରୀ ୨୦୨୫

ଭୁବନେଶ୍ୱର : କର୍ଣ୍ଣାଟକର ସମୃଦ୍ଧି ତ୍ରିପାଠୀ କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୫ ଟାଇଟଲ୍ ହାସଲ୍ କରିଛନ୍ତି। କିଟ୍ ଫିଲ୍ମ ଆଣ୍ଡ ଫେସନ ସ୍କୁଲ୍‍ ପକ୍ଷରୁ ଆୟୋଜିତ ‘କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ’ ୨୦୨୫ର ଫାଇନାଲ୍ ତଥା ମେଗା ରାଉଣ୍ଡ ମଙ୍ଗଳବାର ଶେଷ ହୋଇଛି । ଫାଇନାଲ୍ ରାଉଣ୍ଡରେ ସମଗ୍ର ଦେଶରୁ ୯ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ସମୃଦ୍ଧି ନହ୍ନିପରୀ ମୁକୁଟ ସହ ୧୦ଲକ୍ଷ ଟଙ୍କାର ନଗଦ ଅର୍ଥରାଶି ପୁରସ୍କାର ଲାଭ କରିଛନ୍ତି ।

Read More »
ରାଜ୍ୟ

କିଟ୍‍ ରେ ‘ମାର୍ଚ୍ଚିଂ ବିୟଣ୍ଡ ଦି ଲାଇବ୍ରେରୀ ୨୦୨୫’ ସମ୍ମିଳନୀ

ଭୁବନେଶ୍ୱର : ମ୍ୟାନେଜମେଣ୍ଟ ଲାଇବ୍ରେରୀ ନେଟ୍‍ୱର୍କ (MANLIBNET) ଏବଂ ICMBL 2025 ମିଳିତ ଆନୁକୂଲ୍ୟରେ ତିନି ଦିନିଆ ଅନ୍ତର୍ଜାତୀୟ ଲାଇବ୍ରେରୀ ୨୦୨୫ ଶୀର୍ଷକ ସମ୍ମିଳନୀ କିଟ୍‍ ରେ ଉଦ୍ଘାଟିତ ହୋଇଯାଇଛି। ତିନି ଦିନ ବ୍ୟାପୀ ହେବାକୁ ଥିବା ଏହି ସମ୍ମିଳନୀରେ ଲାଇବ୍ରେରୀ ଓ ସୂଚନା ବିଜ୍ଞାନ କ୍ଷେତ୍ରରେ ପ୍ରତିଭା, ପ୍ରଯୁକ୍ତିବିଦ୍ୟା ଓ ପରିବର୍ତ୍ତନ ଉପରେ ଗୁରୁତ୍ୱପୂର୍ଣ୍ଣ ବିଶ୍ୱସ୍ତରୀୟ ଆଲୋଚନା ହେବ। ଏହି ଅନ୍ତର୍ଜାତୀୟ କାର୍ଯ୍ୟକ୍ରମରେ ଭାରତ ଓ ବିଦେଶର ଖ୍ୟାତିସଂପନ୍ନ ପ୍ରଫେସର, ଶିକ୍ଷାବିତ୍‌, ସୂଚନା ବୈଜ୍ଞାନିକ, ଗବେଷକ ଓ ଲାଇବ୍ରେରୀ ବୃତ୍ତିଗତମାନେ ଯୋଗ ଦେଇଛନ୍ତି। ଏହା ସମ୍ମିଳନୀ ଜରିଆରେ ଲାଇବ୍ରେରୀର

Read More »
କ୍ରୀଡା

କିଟ୍ ଓ କିସ୍‌ରେ ଭଲିବଲ୍ ମହାକୁମ୍ଭ

ଭୁବନେଶ୍ୱର : ଓଡ଼ିଶାରେ କିଟ୍‍ ଓ କିସ୍‍ ସହଯୋଗରେ ୨୦୨୬ରୁ ଲଗାତାର ୩ବର୍ଷ ଏଫ୍‍ଆଇଭିବି ବିଚ୍‍ ଭଲିବଲ୍‍ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ଅନ୍ତର୍ଜାତୀୟ ଭଲିବଲ ସଂଘ (ଏଫଆଇଭିବି) ସଭାପତି ଫାବିଓ ଆଜେଭେଦୋ  ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି। କିଟ୍‍ ଓ କିସ୍‍ରେ ବ୍ୟାପକ ସୁବିଧା ଓ ଓଡ଼ିଶାର ମନୋରମ ପରିବେଶ ପାଇଁ ଆସନ୍ତା ୨୦୨୬, ୨୦୨୭ ଓ ୨୦୨୮ ବର୍ଷରେ କିଟ୍‍ ଓ କିସ୍‍ ସହଯୋଗରେ ଓଡ଼ିଶାରେ ଏଫ୍‍ଆଇଭିବି ବିଚ୍‍ ଭଲିବଲ୍‍ ଆୟୋଜିତ

Read More »
କ୍ରୀଡା

କିଟକୁ ମର୍ଯ୍ୟାଦାଜନକ ସିଆଇଆଇ ପୁରସ୍କାର

ଭୁବନେଶ୍ୱର : ଉନ୍ନତ କ୍ରୀଡ଼ା ଭିତ୍ତିଭୂମି ପାଇଁ କିଟ୍‍ ବିଶ୍ୱବିଦ୍ୟାଳୟକୁ ବର୍ଷର ଶ୍ରେଷ୍ଠ ସ୍ପୋର୍ଟ୍ସ ଷ୍ଟାଡିୟମ୍‌/ଏରେନା ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ  ତୃତୀୟ ସିଆଇଆଇ ସ୍ପୋର୍ଟ୍ସ ବିଜନେସ୍ ଆୱାର୍ଡସ୍ ୨୦୨୫ରେ କିଟକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏହି ପୁରସ୍କାର ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ବିକାଶରେ କିଟ୍‍ର ଉଲ୍ଲେଖନୀୟ ଅବଦାନ ଏବଂ ଭାରତରେ କ୍ରୀଡା ଉତ୍କଷର୍ତାକୁ ପ୍ରୋତ୍ସାହିତ କରିବା ଦିଗରେ କିଟ୍‍ର ନିରନ୍ତର ପ୍ରତିବଦ୍ଧତାକୁ ସ୍ୱୀକୃତି ପ୍ରଦାନ କରେ।୧୦ମ ସିଆଇଆଇ ସ୍କୋରକାର୍ଡ ୨୦୨୫ ସମାପ୍ତ ହୋଇଥିବା

Read More »
ରାଜନୀତି

କିଟ୍‍ ଅନ୍ତର୍ଜାତୀୟ ଛାୟା ଜାତିସଂଘ ଉଦ୍‍ଯାପିତ

ଭୁବନେଶ୍ୱର : ତିନି ଧରି ଚାଲିଥିବା ବହୁ ପ୍ରତୀକ୍ଷିତ କିଟ ଅନ୍ତର୍ଜାତୀୟ ଛାୟା ଜାତିସଂଘ (ମୁନ୍‌)ର ୧୩ତମ ସଂସ୍କରଣ ଉଦ୍‍ଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ତିନି ଜଣ ଅନ୍ତର୍ଜାତୀୟ କାର୍ଯ୍ୟନିର୍ବାହୀ ବୋର୍ଡ ସଦସ୍ୟ, ୨୦ ରୁ ଅଧିକ କର୍ପୋରେଟ୍ ବ୍ୟକ୍ତିତ୍ୱଙ୍କ ଉପସ୍ଥିତି ଓ ବଲିଉଡ୍ ପ୍ଲେବ୍ୟାକ୍ ଗାୟକ ଆଶ୍ କିଙ୍ଗଙ୍କ ଷ୍ଟାର ନାଇଟ୍ ପ୍ରମୁଖ ମୁଖ୍ୟ ଆକର୍ଷଣ ଥିଲା। ଏଥିରେ ଭାରତ ଓ ବିଦେଶରୁ ଯୁବ ପ୍ରତିନିଧି ଓ ୩୦ରୁ ଅଧିକ ଅନ୍ତର୍ଜାତୀୟ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଉଦ୍‍ଘାଟନୀ

Read More »
ଦେଶ ବିଦେଶ

କିଟକୁ ‘ବେଷ୍ଟ ଇମର୍ଜିଂ ୟୁନିଭର୍‍ସିଟି’ ପୁରସ୍କାର

ଭୁବନେଶ୍ୱର : ପୁଡୁଚେରୀରେ ଅନୁଷ୍ଠିତ ୫୫ତମ ଇଣ୍ଡିଆନ୍ ସୋସାଇଟି ଫର୍‍ ଟେକ୍ନିକାଲ୍ ଏଜୁକେସନ୍ (ଆଇଏସ୍‍ଟିଇ) ଜାତୀୟ ଅଧ୍ୟାପକ ସମ୍ମିଳନୀରେ କିଟ୍‍ ବିଶ୍ୱବିଦ୍ୟାଳୟକୁ ‘ବେଷ୍ଟ ଇମର୍ଜିଂ ୟୁନିଭରସିଟି’ (ଶ୍ରେଷ୍ଠ ଉଦୀୟମାନ ବିଶ୍ୱବିଦ୍ୟାଳୟ) ପୁରସ୍କାର ପ୍ରଦାନ କରାଯାଇଛି । ଏହି ସମ୍ମାନଜନକ ସମ୍ମାନ ଭାରତର ସବୁଠାରୁ କ୍ରିୟାଶୀଳ ଶିକ୍ଷାନୁଷ୍ଠାନ ମଧ୍ୟରୁ ଗୋଟିଏ ଭାବରେ କିଟ୍‍ ବିଶ୍ୱବିଦ୍ୟାଳୟର ନିରନ୍ତର ବୃଦ୍ଧିକୁ ସୂଚାଉଛି ।  ଦୀର୍ଘ ବର୍ଷ ଧରି କିଟ୍‍ ଶୈକ୍ଷିକ ଉତ୍କର୍ଷତା, ଅନ୍ତର୍ଭୁକ୍ତିମୂଳକ ଅଭିବୃଦ୍ଧି, ସଂପ୍ରଦାୟ ସେବା ଓ ସ୍ଥାୟୀ ବିକାଶ ପ୍ରତି

Read More »
ଦେଶ ବିଦେଶ

ଡ. ଅଚ୍ୟୁତ ସାମନ୍ତଙ୍କ ‘ମୋ ମା ମୋ ପ୍ରେରଣା’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ବର : ଶିକ୍ଷାବିତ୍‍ ସମାଜସେବୀ ଡ. ଅଚ୍ୟୁତ ସାମନ୍ତଙ୍କ ସଦ୍ୟତମ ପୁସ୍ତକ ‘ମୋ ମାଆ ମୋ ପ୍ରେରଣା’ ସୋମବାର ଉନ୍ମୋଚିତ ହୋଇଯାଇଛି ।  ଓଡ଼ିଶାର ପୂବର୍ତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପୁସ୍ତକକୁ ଉନ୍ମୋଚନ କରିଥିଲେ । ଏହି ଅବସରରେ ଡ. ସାମନ୍ତଙ୍କ ଅନ୍ୟ ପାଞ୍ଚଟି ପୁସ୍ତକ ମଧ୍ୟ ଅତିଥିଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ପ୍ରଫେସର ଗଣେଶୀ ଲାଲ୍‍ ତାଙ୍କ ଭାଷଣରେ ଉପସ୍ଥିତ ସାହିତ୍ୟିକମାନଙ୍କୁ ଓଡ଼ିଶାରେ ତାଙ୍କର ପୂର୍ବ ସମୟ

Read More »
ଦେଶ ବିଦେଶ

ଶିକ୍ଷା ଓ ସଂସ୍କାର, ମୁଦ୍ରାର ଦୁଇଟି ପାର୍ଶ୍ଵ: ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର, ୧୮ ।୮: କିଟ୍‌ରେ ୫ ଦିନିଆ ଭାବ ବିନିମୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଭୁଟାନ ସରକାର କିଟ୍‌କୁ ପଠାଇଥିବା ୩୧ ଜଣିଆ ବୌଦ୍ଧ ଶିକ୍ଷକ ପ୍ରତିନିଧିମଣ୍ଡଳ ଆଜି ସକାଳେ କିଟ୍ ଓ କିସ୍ ପରିଦର୍ଶନ କରିଥିଲେ। ପରେ ସେମାନେ ଏକ ଆଧ୍ୟାତ୍ମିକ ଶିକ୍ଷଣ ଅଧିବେଶନରେ ଯୋଗ ଦେଇଥିଲେ। ଏହି ଅଧିବେଶନରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କୁ ଶିକ୍ଷା ଓ ସଂସ୍କାର, କର୍ମ ଓ ପ୍ରାରବ୍ଧ ଏବଂ ଆର୍ଟ ଅଫ୍ ଗିଭିଂ ଭଳି ୩ଟି ବିଷୟରେ

Read More »