Live Odisha Tv

kiit

ଦେଶ ବିଦେଶ

କିଟ୍‍ ନଲେଜ୍‍ ଟ୍ରି ବକ୍ତୃତାମାଳା

ଭୁବନେଶ୍ୱର : କିଟ୍‍ ନଲେଜ୍‍ ଟ୍ରି ବକ୍ତୃତାମାଳାରେ ଆଜି ସ୍ଲୋଭାକିଆର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଏଡ୍‍ୱାର୍ଡ ହେଗର ବକ୍ତୃତା ପ୍ରଦାନ କରି କିଟ୍‍ ଛାତ୍ରଛାତ୍ରୀଙ୍କୁ ଶିକ୍ଷା, ନୈତିକତା ଓ ସମାଜ ପ୍ରତି ପ୍ରତିବଦ୍ଧତା ରଖିବାକୁ ପରାମର୍ଶ ଦେଇଥିଲେ । ସେ କହିଲେ, ଆଜିର ଯୁଗରେ ଶିକ୍ଷା ହିଁ ଗୁରୁତ୍ୱପୂର୍ଣ୍ଣ । ଶିକ୍ଷା ଶାନ୍ତି ଆଣିପାରେ, ଶିକ୍ଷା ଗୋଟିଏ ଦେଶକୁ ପରିବର୍ତ୍ତନ କରିପାରେ ଏବଂ ଶିକ୍ଷା ଜଣକ ଜୀବନରେ ସମୃଦ୍ଧି ଆଣିଥାଏ । ଛାତ୍ରଛାତ୍ରୀମାନେ କେବଳ ଶିକ୍ଷା ଗ୍ରହଣ କରି ନିଜେ କିପରି

Read More »
ଦେଶ ବିଦେଶ

କିଟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟରେ ୧୩ ତାରିଖରୁ ଚାଲିଥିବା ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ରବିବାର ଉଦ୍‍ଯାପିତ ହୋଇଯାଇଛି । ଉଦ୍‍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲିଉଡ୍‍ ଅଭିନେତା ଅମିତ ଶିଆଲ୍‍ ସିନେମା ଓ ସଂସ୍କୃତିର ବିକାଶର କିଟ୍‍ର ଭୂମିକାକୁ ପ୍ରଶଂସା କରିଥିଲେ । ସେ କହିଲେ ଭାରତର ପରମ୍ପରା ଓ ସଂସ୍କୃତି ସମୃଦ୍ଧ । ଆମ ଦେଶର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ଭାଷା, ସଂସ୍କୃତି ଓ ପରମ୍ପରା ରହିଛି । ଏସବୁ

Read More »
ଦେଶ ବିଦେଶ

କିଟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଉଦ୍‍ଘାଟିତ

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି । ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବର ଉଦ୍‍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ କହିଲେ ଏହି ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଓଡ଼ିଶାର ସିନେ ଜଗତ ଓ କଳାକାର ଜଗତକୁ ପ୍ରେରଣା ଯୋଗାଇବ ।

Read More »
ଜୀବନଚର୍ଯ୍ୟା

କଳ୍ପନା, ସର୍ଜନା ଓ ପ୍ରଭାବକୁ ନେଇ କିଟ୍‍ ରେ କେ-ଆଇ୩ ଫେଷ୍ଟ ଉଦ୍‍ଘାଟିତ

ଭୁବନେଶ୍ୱର : ପରିକଳ୍ପନା, ସର୍ଜନା ଓ ପ୍ରଭାବ (ଆଇଡିଆ, ଇନୋଭେସନ୍‍, ଇମ୍ପାକ୍ଟ)କୁ ନେଇ କିଟ୍‍ ବିଶ୍ୱବିଦ୍ୟାଳୟରେ କେ-ଆଇ୩ ଫେଷ୍ଟ ଉଦ୍‍ଘାଟିତ ହୋଇଯାଇଛି । କେ-ଆଇ୩ ଫେଷ୍ଟ ପ୍ରଥମ ସଂସ୍କରଣର ବିଷୟ ବସ୍ତୁ ରହିଛି ଫ୍ରଣ୍ଟିଅର ଟେକ୍ନୋଲୋଜି ଫର ବିକଶିତ ଭାରତ-୨୦୪୭ । କିଟ୍‍ ଡିନ୍‍ ଗୋଲ୍ଡ କ୍ଲବ୍‍ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓପିଏସ୍‍ସିର ପ୍ରାକ୍ତନ ଅଧ୍ୟକ୍ଷ ବ୍ରିଗେଡିୟର ଡ. ଲକ୍ଷ୍ମୀ ଚରଣ ପଟ୍ଟନାୟକ ଯୋଗଦେଇ ପରିକଳ୍ପନା, ସର୍ଜନା ଓ ଏଗୁଡ଼ିକର ପ୍ରଭାବ

Read More »
କ୍ରୀଡା

କିଟରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ ଶୃଙ୍ଖଳା

ଭୁବନେଶ୍ୱର : କିଟ୍‍ କ୍ରିକେଟ୍‍ ଷ୍ଟାଡିୟମରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ୍‍ ଶୃଙ୍ଖଳା ଆଜି ଉଦ୍‍ଘାଟିତ ହୋଇଯାଇଛି । ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ, କିଟ୍‍ ବିଶ୍ୱବିଦ୍ୟାଳୟ ଓ ଓଡ଼ିଶା କ୍ରିକେଟ ଆସୋସିଏସନ୍‍ ମିଳିତ ଆନୁକୂଲ୍ୟରେ ହେଉଥିବା ଏହି କ୍ରିକେଟ୍‍ ଶୃଙ୍ଖଳାକୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଦ୍‍ଘାଟନ କରିଥିଲେ । ପ୍ରଥମ ଥର ଲାଗି କିଟ୍‍ ବିଶ୍ୱବିଦ୍ୟାଳୟରେ ଏଭଳି ବାଇଲାଟେରାଲ୍‍ କ୍ରିକେଟ୍‍ ଶୃଙ୍ଖଳା ଆୟୋଜିତ ହେଉଥିବା ବେଳେ ଏଥିରେ ଭାରତ ଓ ଅଷ୍ଟ୍ରେଲିଆ ଯୋଗ

Read More »
ତାଜା ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୪ର୍ଥ ସମାବର୍ତ୍ତନ ସମାରୋହ

ଭୁବନେଶ୍ୱର : ସର୍ବବୃହତ ଜନଜାତି ବିଶ୍ୱବିଦ୍ୟାଳୟ କିସ୍‍ର ୪ର୍ଥ ସମାବର୍ତ୍ତନ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ହରିକୃଷ୍ଣ ଏକ୍‍ସପୋର୍ଟସ ପ୍ରାଇଭେଟ୍‍ ଲିମିଟେଡର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଟ ଶିଳ୍ପପତି ଓ ସମାଜସେବୀ ପଦ୍ମଶ୍ରୀ ସାବଜୀ ଢ଼ୋଲକିଆ, ଡ. ବାତ୍ରା ଗ୍ରୁପ୍‍ ଅଫ୍‍ କମ୍ପାନୀସମୂହର ପ୍ରତିଷ୍ଠାତା ତଥା ବିଶିଷ୍ଟ ଶିଳ୍ପପତି ପଦ୍ମଶ୍ରୀ ଡା. ମୁକେଶ ବାତ୍ରା ଏବଂ ବିଶିଷ୍ଟ ଶିଳ୍ପପତି ଏସ୍‍ ଏନ୍‍ ଗ୍ରୁପ୍‍ ଅଫ୍‍ କମ୍ପାନୀର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ମହାନ୍ତିଙ୍କୁ ବିଶ୍ୱବିଦ୍ୟାଳୟ ପକ୍ଷରୁ

Read More »
ତାଜା ଖବର

କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା

ଭୁବନେଶ୍ୱର : ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା ଆଜି କିଟ୍‍ ଓ କିସ୍‍ ପରିଦର୍ଶନ କରି ଫେରିଯାଇଛନ୍ତି । କିସ୍‍ର ୪୦ ହଜାର ପିଲାଙ୍କ ମଧ୍ୟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ବନବାସ’ର ପ୍ରଚାର ପାଇଁ ସେ ମୁମ୍ବାଇର କିସ୍‍ ଆସିଥିଲେ । ଡିସେମ୍ବର ୨୦ରେ ମୁକ୍ତିଲାଭ କରିବ ‘ବନବାସ’ । ଉତ୍କର୍ଷଙ୍କ ପିତା ତଥା ବିଶିଷ୍ଟ ବଲିଉଡ୍‍ ନିର୍ଦ୍ଦେଶକ ଓ ନିର୍ମାତା ଅନୀଲ ଶର୍ମା କିସ୍‍ ଓ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ବିଷୟରେ ଶୁଣିଥିଲେ ।

Read More »
ତାଜା ଖବର

କିଟରେ ଏମ୍‍ଏସ୍‍ଏମ୍‍ଇ ଓ ଷ୍ଟାର୍ଟଅପ୍‍ ବାଣିଜ୍ୟ ମେଳା ଉଦ୍‍ଘାଟିତ

ଭୁବନେଶ୍ୱର : ଚାକିରିକୁ ଅପେକ୍ଷା ନକରି ନିଜେ ସ୍ୱାବଲମ୍ବୀ ହେବା ପାଇଁ ଷ୍ଟାର୍ଟଅପ୍‍ ପ୍ରତି ଯୁବଗୋଷ୍ଠୀ ସଚେତନ ହେଲେ ଦେଶର ବିକାଶ ହେବ । ବିଶେଷ କରି ଗ୍ରାମାଞ୍ଚଳ ଯୁବଗୋଷ୍ଠୀ ଏଥିପ୍ରତି ଦୃଷ୍ଟି ଦେଇ ଆଗକୁ ଆସିବା ଦରକାର ବୋଲି କିଟରେ ୩ ଦିନିଆ ଏମ୍‍ଏସ୍‍ଏମ୍‍ଇ ଓ ଷ୍ଟାର୍ଟଅପ୍‍ ବାଣିଜ୍ୟ ମେଳା ୨୦୨୪କୁ ଉଦ୍‍ଘାଟନ କରି ଓଡ଼ିଶା ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ତଥା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ରାଜ୍ୟମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ୍‍ ପ୍ରକାଶ

Read More »
ଜୀବନଚର୍ଯ୍ୟା

କିଟ୍‍ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟଙ୍କୁ ମିସ୍‍ ଟିନ୍‍ ୟୁନିଭର୍‍ସ ମୁକୁଟ

ଭୁବନେଶ୍ୱର : ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ସୁନ୍ଦରୀ ପ୍ରତିଯୋଗିତାରେ କିଟ୍‍ ବିଶ୍ୱବିଦ୍ୟାଳୟ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟ ବିଜୟୀ ହୋଇ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ଟାଇଟଲ୍‍ ହାସଲ କରିଛନ୍ତି ।  କିଟ୍‍ ଫେସନ୍‍ ଟେକ୍ନୋଲୋଜି ସ୍କୁଲ୍‍ର ଛାତ୍ରୀ ତ୍ରିଷ୍ଣା ଏହି ଟାଇଟଲ୍‍ ହାସଲ କରି କିଟ୍‍ ତଥା ଓଡ଼ିଶା ଓ ଭାରତକୁ ଗୌରବ ଆଣି ଦେଇଛନ୍ତି। ନଭେମ୍ବର ୧ରୁ ୯ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି

Read More »
ତାଜା ଖବର

ଲୋକସଭା ବାଚସ୍ପତିଙ୍କ ଦ୍ୱାରା କିଟ୍‍ ପବ୍ଲିକ୍‍ ପଲିସି ସ୍କୁଲ୍‍ ଉଦଘାଟିତ

ଭୁବନେଶ୍ୱର : ଦେଶ ଓ ରାଜ୍ୟରେ ସରକାର ଲୋକଙ୍କ ପାଇଁ ପ୍ରସ୍ତୁତ କରୁଥିବା ଲୋକନୀତିରେ ସାଧାରଣ ଲୋକଙ୍କ ଭାଗୀଦାରି ରହିବା ଉଚିତ ବୋଲି ଲୋକସଭା ବାଚସ୍ପତି ଓମ୍‍ ବିର୍ଲା କହିଛନ୍ତି । ଆଜି କିଟ୍‍ ସ୍କୁଲ୍‍ ଅଫ୍‍ ପବ୍ଲିକ୍‍ ପଲିସି ଉଦ୍‍ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ବିର୍ଲା କହିଲେ, ଲୋକଙ୍କ ସାମାଜିକ, ଆର୍ଥିକ ଉନ୍ନତିରେ ଦେଶ ଓ ରାଜ୍ୟର ସମୃଦ୍ଧି ନିର୍ଭର କରେ । ସମାଜର ସବୁ ବର୍ଗର ଲୋକଙ୍କୁ ଯେପରି ସମାନ

Read More »