
କିଟ୍ ବିଶ୍ୱବିଦ୍ୟାଳୟକୁ ଜାତିସଂଘର ସ୍ୱତନ୍ତ୍ର ମାନ୍ୟତା
ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟକୁ ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦ (ୟୁଏନ୍ ଇକୋସୋକ୍)ଦ୍ୱାରା ସ୍ୱତନ୍ତ୍ର ପରାମର୍ଶଦାତା (ସ୍ପେସିଆଲ୍ କନ୍ସଲ୍ଟେଟିଭ୍) ମାନ୍ୟତା ପ୍ରଦାନ କରାଯାଇଛି। ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ କ୍ଷେତ୍ରରେ ବିଶ୍ୱବିଦ୍ୟାଳୟର ମହତ୍ୱପୂର୍ଣ୍ଣ ଯୋଗଦାନକୁ ଦୃଷ୍ଟିରେ ରଖି କିଟ୍କୁ ଏହି ସମ୍ମାନଜନକ ମାନ୍ୟତା ପ୍ରଦାନ କରାଯାଇଛି। ଏହି ସମ୍ମାନଜନକ ମାନ୍ୟତା ପାଇବାରେ ସମଗ୍ର ଭାରତରେ କିଟ୍ ହେଉଛି ଏକମାତ୍ର ବିଶ୍ୱବିଦ୍ୟାଳୟ। ଏଥିପାଇଁ ସମଗ୍ର ବିଶ୍ୱରୁ ୪୭୬ ଆବେଦନ ମଧ୍ୟରୁ କିଟ୍ ବିଶ୍ୱବିଦ୍ୟାଳୟ ସମେତ ୧୯ଟି