
ଫେରିଲେ ଇଣ୍ଡିଆ ଟ୍ରେକର ପ୍ରତିନିଧିମଣ୍ଡଳ
ଭୁବନେଶ୍ୱର : ଇଣ୍ଡିଆ ଟ୍ରେକ୍ ନିମନ୍ତ୍ରଣ କାର୍ଯ୍ୟକ୍ରମରେ ୫ ତାରିଖରୁ ୭ ଦିନିଆ କିଟ୍ ଓ କିସ୍ ପରିଦର୍ଶନରେ ଆସିଥିବା ହାର୍ଭାର୍ଡ ଓ ମାସାଚ୍ୟୁସେଟ୍ସ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଏମ୍ଆଇଟି)ର ୪୦ ଜଣିଆ ପ୍ରତିନିଧିମଣ୍ଡଳ ରବିବାର ସମସ୍ତ କାର୍ଯ୍ୟକ୍ରମ ସାରି ଫେରି ଯାଇଛନ୍ତି । କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କୁ ଏକ ସ୍ୱତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରିବା ସହ ପ୍ରମାଣପତ୍ର ପ୍ରଦାନ କରିଥିଲେ। କିଟ୍ ଓ କିସ୍ ପରିଦର୍ଶନରେ ଆସି କିଟ୍ର ବିଭିନ୍ନ










