kiit

ତାଜା ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୪ର୍ଥ ସମାବର୍ତ୍ତନ ସମାରୋହ

ଭୁବନେଶ୍ୱର : ସର୍ବବୃହତ ଜନଜାତି ବିଶ୍ୱବିଦ୍ୟାଳୟ କିସ୍‍ର ୪ର୍ଥ ସମାବର୍ତ୍ତନ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ହରିକୃଷ୍ଣ ଏକ୍‍ସପୋର୍ଟସ ପ୍ରାଇଭେଟ୍‍ ଲିମିଟେଡର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଟ ଶିଳ୍ପପତି ଓ ସମାଜସେବୀ ପଦ୍ମଶ୍ରୀ ସାବଜୀ ଢ଼ୋଲକିଆ, ଡ. ବାତ୍ରା ଗ୍ରୁପ୍‍ ଅଫ୍‍ କମ୍ପାନୀସମୂହର ପ୍ରତିଷ୍ଠାତା ତଥା ବିଶିଷ୍ଟ ଶିଳ୍ପପତି ପଦ୍ମଶ୍ରୀ ଡା. ମୁକେଶ ବାତ୍ରା ଏବଂ ବିଶିଷ୍ଟ ଶିଳ୍ପପତି ଏସ୍‍ ଏନ୍‍ ଗ୍ରୁପ୍‍ ଅଫ୍‍ କମ୍ପାନୀର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ମହାନ୍ତିଙ୍କୁ ବିଶ୍ୱବିଦ୍ୟାଳୟ ପକ୍ଷରୁ

Read More »
ତାଜା ଖବର

କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା

ଭୁବନେଶ୍ୱର : ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା ଆଜି କିଟ୍‍ ଓ କିସ୍‍ ପରିଦର୍ଶନ କରି ଫେରିଯାଇଛନ୍ତି । କିସ୍‍ର ୪୦ ହଜାର ପିଲାଙ୍କ ମଧ୍ୟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ବନବାସ’ର ପ୍ରଚାର ପାଇଁ ସେ ମୁମ୍ବାଇର କିସ୍‍ ଆସିଥିଲେ । ଡିସେମ୍ବର ୨୦ରେ ମୁକ୍ତିଲାଭ କରିବ ‘ବନବାସ’ । ଉତ୍କର୍ଷଙ୍କ ପିତା ତଥା ବିଶିଷ୍ଟ ବଲିଉଡ୍‍ ନିର୍ଦ୍ଦେଶକ ଓ ନିର୍ମାତା ଅନୀଲ ଶର୍ମା କିସ୍‍ ଓ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ବିଷୟରେ ଶୁଣିଥିଲେ ।

Read More »
ତାଜା ଖବର

କିଟରେ ଏମ୍‍ଏସ୍‍ଏମ୍‍ଇ ଓ ଷ୍ଟାର୍ଟଅପ୍‍ ବାଣିଜ୍ୟ ମେଳା ଉଦ୍‍ଘାଟିତ

ଭୁବନେଶ୍ୱର : ଚାକିରିକୁ ଅପେକ୍ଷା ନକରି ନିଜେ ସ୍ୱାବଲମ୍ବୀ ହେବା ପାଇଁ ଷ୍ଟାର୍ଟଅପ୍‍ ପ୍ରତି ଯୁବଗୋଷ୍ଠୀ ସଚେତନ ହେଲେ ଦେଶର ବିକାଶ ହେବ । ବିଶେଷ କରି ଗ୍ରାମାଞ୍ଚଳ ଯୁବଗୋଷ୍ଠୀ ଏଥିପ୍ରତି ଦୃଷ୍ଟି ଦେଇ ଆଗକୁ ଆସିବା ଦରକାର ବୋଲି କିଟରେ ୩ ଦିନିଆ ଏମ୍‍ଏସ୍‍ଏମ୍‍ଇ ଓ ଷ୍ଟାର୍ଟଅପ୍‍ ବାଣିଜ୍ୟ ମେଳା ୨୦୨୪କୁ ଉଦ୍‍ଘାଟନ କରି ଓଡ଼ିଶା ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ତଥା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ରାଜ୍ୟମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ୍‍ ପ୍ରକାଶ

Read More »
ଜୀବନଚର୍ଯ୍ୟା

କିଟ୍‍ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟଙ୍କୁ ମିସ୍‍ ଟିନ୍‍ ୟୁନିଭର୍‍ସ ମୁକୁଟ

ଭୁବନେଶ୍ୱର : ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ସୁନ୍ଦରୀ ପ୍ରତିଯୋଗିତାରେ କିଟ୍‍ ବିଶ୍ୱବିଦ୍ୟାଳୟ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟ ବିଜୟୀ ହୋଇ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ଟାଇଟଲ୍‍ ହାସଲ କରିଛନ୍ତି ।  କିଟ୍‍ ଫେସନ୍‍ ଟେକ୍ନୋଲୋଜି ସ୍କୁଲ୍‍ର ଛାତ୍ରୀ ତ୍ରିଷ୍ଣା ଏହି ଟାଇଟଲ୍‍ ହାସଲ କରି କିଟ୍‍ ତଥା ଓଡ଼ିଶା ଓ ଭାରତକୁ ଗୌରବ ଆଣି ଦେଇଛନ୍ତି। ନଭେମ୍ବର ୧ରୁ ୯ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି

Read More »
ତାଜା ଖବର

ଲୋକସଭା ବାଚସ୍ପତିଙ୍କ ଦ୍ୱାରା କିଟ୍‍ ପବ୍ଲିକ୍‍ ପଲିସି ସ୍କୁଲ୍‍ ଉଦଘାଟିତ

ଭୁବନେଶ୍ୱର : ଦେଶ ଓ ରାଜ୍ୟରେ ସରକାର ଲୋକଙ୍କ ପାଇଁ ପ୍ରସ୍ତୁତ କରୁଥିବା ଲୋକନୀତିରେ ସାଧାରଣ ଲୋକଙ୍କ ଭାଗୀଦାରି ରହିବା ଉଚିତ ବୋଲି ଲୋକସଭା ବାଚସ୍ପତି ଓମ୍‍ ବିର୍ଲା କହିଛନ୍ତି । ଆଜି କିଟ୍‍ ସ୍କୁଲ୍‍ ଅଫ୍‍ ପବ୍ଲିକ୍‍ ପଲିସି ଉଦ୍‍ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ବିର୍ଲା କହିଲେ, ଲୋକଙ୍କ ସାମାଜିକ, ଆର୍ଥିକ ଉନ୍ନତିରେ ଦେଶ ଓ ରାଜ୍ୟର ସମୃଦ୍ଧି ନିର୍ଭର କରେ । ସମାଜର ସବୁ ବର୍ଗର ଲୋକଙ୍କୁ ଯେପରି ସମାନ

Read More »
ତାଜା ଖବର

କିଟ୍‍ ବିଶ୍ୱବିଦ୍ୟାଳୟକୁ ଗ୍ରୀନ୍‍ କ୍ୟାମ୍ପସ୍‍ ପୁରସ୍କାର-୨୦୨୪

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟରେ ଆଜି ପରିବେଶରେ ଆର୍ସେନିକ୍‍ ଉପରେ ୯ମ ଅନ୍ତର୍ଜାତୀୟ କଂଗ୍ରେସ ପ୍ରଦର୍ଶନୀ ଉଦ୍‍ଘାଟିତ ହୋଇଛି । ଚାରିଦିନଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ୫୦ଟି ଦେଶରୁ ୧୦୦ରୁ ଊର୍ଦ୍ଧ ପ୍ରତିନିଧିଙ୍କ ସମେତ ୪୦୦ ପ୍ରତିନିଧି ଯୋଗଦେଇଛନ୍ତି । ସେମାନଙ୍କ ମଧ୍ୟରେ ବହୁ ବୈଜ୍ଞାନିକ,ଗବେଷକ ଓ ଖ୍ୟାତିସମ୍ପନ୍ନ ପ୍ରଫେସର ଅନ୍ତର୍ଭୁକ୍ତ । ପ୍ରଥମଥର ଲାଗି ଏହି ସମ୍ମାନଜନକ କଂଗ୍ରେସ ଭାରତରେ ଅନୁଷ୍ଠିତ ହେଉଛି । ଏହି କଂଗ୍ରେସର ଉଦ୍‍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ

Read More »
ରାଜ୍ୟ

ଶ୍ରୀବାଣୀକ୍ଷେତ୍ରରେ ଘୋଷଯାତ୍ରା

ଭୁବନେଶ୍ୱର : ପ୍ରତିବର୍ଷ ପରି କିସ୍ ଶ୍ରୀବାଣୀ କ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ମହାସମାରୋହରେ ସଂପନ୍ନ ହୋଇଯାଇଛି। ଆଜି ପୂର୍ବାହ୍ନରେ ମଙ୍ଗଳ ଆରତି, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା ଓ ରଥ ପ୍ରତିଷ୍ଠା ଆଦି ନୀତିକାନ୍ତି ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁସାରେ ସଂପନ୍ନ ହେବା ପରେ କିଟ୍‍ ମନ୍ଦିର ଟ୍ରଷ୍ଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୪ଟାରେ ଛେରା ପହଁରା ନୀତି ସଂପନ୍ନ ହୋଇଥିଲା। ଅପରାହ୍ନ ୪ଟା ୩୦ମିନିଟ୍‍ରେ ଭକ୍ତମାନେ ପ୍ରଭୁ ବଳଭଦ୍ର,

Read More »
ରାଜ୍ୟ

କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ର ୧୮ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୮ତମ ପ୍ରତିଷ୍ଠା ଦିବସ ଆଜି ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଉତ୍ସବରେ ଯୋଗଦେଇ କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଛାତ୍ରଛାତ୍ରୀମାନଙ୍କୁ ସମାଜରେ ଜଣେ ଜଣେ ଭଲ ମଣିଷ ହେବା ପାଇଁ ପରାମର୍ଶ ଦେଇଥିଲେ । ଆଜିର ସମାଜରେ ପିଲାମାନେ ନିଜକୁ ଜଣେ ଭଲ ଛାତ୍ର ଛାତ୍ରୀଭାବେ ଗଢି ତୋଳିବା ସହ ନିଜକୁ ଜଣେ ଜଣେ ଭଲ ମଣିଷଭାବେ ଗଢି ତୋଳବା ଆବଶ୍ୟକ ବୋଲି ସେ

Read More »