Live Odisha Tv

Kims

ଜୀବନଚର୍ଯ୍ୟା

କିମ୍‍ସ ଜରିଆରେ ଅଙ୍ଗଦାନ କଲେ ମନୋଜ

ଭୁବନେଶ୍ୱର : ଅଙ୍ଗଦାନ କରି ମହାନ କାର୍ଯ୍ୟ କରିଛନ୍ତି ମନୋଜଙ୍କ ପରିବାର ଲୋକେ। ଫଳରେ ୩ଜଣଙ୍କ ଜୀବନ ବଞ୍ଚାଇ ମନୋଜ ସେମାନଙ୍କଠାରେ ସ୍ମୃତି ହୋଇ ରହିବେ। ୪ ଦିନ ତଳେ ପଟିଆ ଅଞ୍ଚଳରେ ମର୍ମନ୍ତୁଦ ବାଇକ୍‍ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ କେନ୍ଦ୍ରାପଡ଼ା ଜିଲ୍ଲା ଅରିପଦା ଅଞ୍ଚଳର ୨୩ ବର୍ଷ ବୟସ୍କ ମନୋଜ ସାହୁ। ସଙ୍କଟାପନ୍ନ ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ କିମ୍‍ସକୁ ନେଇ ଆସିଥିଲେ। ପରେ ମନୋଜଙ୍କ ବାପା କୈଳାସ ଓ ଅନ୍ୟ ପରିବାର ଲୋକେ ମଧ୍ୟ

Read More »
ଜୀବନଚର୍ଯ୍ୟା

କିମ୍‍ସରେ ୧୦ଦିନ ଶିଶୁର ସଫଳ ହୃଦ୍‍ ଅସ୍ତ୍ରୋପଚାର

ଭୁବନେଶ୍ୱର : କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ମେଡ଼ିକାଲ୍‍ ସାଇନ୍‍ସେସ୍‍(କିମ୍‍ସ)ର ଡାକ୍ତରମାନେ ଜନ୍ମଜାତ ହୃଦରୋଗର ଶିକାର ଜଣେ ୧୦ଦିନର ଶିଶୁର ଜୀବନ ରକ୍ଷା କରିବାରେ ସଫଳ ହୋଇଛନ୍ତି। କିମ୍‍ସର ନବଜାତ ଶିଶୁରୋଗ ବିଭାଗ, ହୃଦରୋଗ ଏବଂ ହୃଦରୋଗ ନିଶ୍ଚେତକ ବିଭାଗ ଡାକ୍ତରଙ୍କ ସମନ୍ୱିତ ପ୍ରଚେଷ୍ଟା ଯୋଗୁଁ ଏହା ସମ୍ଭବ ହୋଇଛି। ୨.୨ କିଲୋଗ୍ରାମ ଓଜନ ଥିବା ଶିଶୁଟି ଜନ୍ମଜାତ ହୃଦରୋଗ ସନ୍ଦେହରେ ରେଫର ହୋଇ କିମ୍‍ସକୁ ଆସିଥିଲା। ଶିଶୁଟି ଜନ୍ମରୁ ଅକ୍ସିଜେନ୍‍ ଆବଶ୍ୟକ କରୁଥିଲା ଏବଂ ତାର ଅକ୍ସିଜେନ୍‍

Read More »