
ଦେଶ ବିଦେଶ
ଏଫ୍ଆଇଭିବି ସଭାପତି ଆରି ଗ୍ରାସାଙ୍କୁ ସମ୍ମାନଜନକ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ
ଭୁବନେଶ୍ୱର : ଆନ୍ତର୍ଜାତିକ ଭଲିବଲ୍ ଫେଡେରେସନ୍ (ଏଫ୍ଆଇଭିବି)ର ସଭାପତି ଡ. ଆରି ଗ୍ରାସାଙ୍କୁ ସମ୍ମାନଜନକ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ-୨୦୨୦ ପ୍ରଦାନ କରାଯାଇଛି। ଶୁକ୍ରବାର ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଓଡ଼ିଶା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ ଡ. ଗ୍ରାସାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। ସମଗ୍ର ବିଶ୍ୱରେ ଭଲିବଲ୍ର ବିକାଶ ନେଇ ଡ. ଗ୍ରାସାଙ୍କ ଉଲ୍ଲେଖନୀୟ ଅବଦାନ ସକାଶେ ତାଙ୍କୁ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ ପ୍ରଦାନ କରାଯାଇଥିଲା। ୨୦୨୦ରେ ତାଙ୍କୁ