kiss

ଦେଶ ବିଦେଶ

ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ

ଭୁବନେଶ୍ୱର : ବିଶିଷ୍ଟ ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରା ମଙ୍ଗଳବାର କିଟ୍‍ ଓ କିସ୍‍ ପରିଦର୍ଶନ କରି ଫେରିଯାଇଛନ୍ତି। ସେ କିଟ୍‍ର ସମସ୍ତ କ୍ୟାମ୍ପସ ବୁଲିବା ସହ ଓ କିସ୍‍ର ସମସ୍ତ ୟୁନିଟ୍‍  ପରିଦର୍ଶନ କରିଥିଲେ। କିସ୍‍ ପରିଦର୍ଶନ କରି ସେ ଆଶ୍ଚର୍ଯ୍ୟ ହେବା ସହ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ କିସ୍‍ ଛାତ୍ରୀଙ୍କୁ ଆର୍ଶୀବଚନ ପ୍ରଦାନ କରି ସେ କହିଲେ ସେ ଶିକ୍ଷା କ୍ଷେତ୍ରରେ ବହୁଦିନ ଧରି କାର୍ଯ୍ୟ କରିଆସୁଛନ୍ତି। ମାତ୍ର ମଧ୍ୟ ଶିକ୍ଷାବିତ୍‍

Read More »
ଦେଶ ବିଦେଶ

କିଟ୍ ଓ କିସ୍ ପରିଦର୍ଶନ କଲେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ବିଜୟା ରାହଟକର ଗୁରୁବାର କିଟ୍ ଓ କିସ୍ ପରିଦର୍ଶନ କରି ଏହି ଅନୁଷ୍ଠାନଗୁଡ଼ିକୁ ଅବିଶ୍ୱସନୀୟ ବୋଲି ବର୍ଣ୍ଣନା କରିଛନ୍ତି। ସେ କିଟର ବିଭିନ୍ନ ପରିସର ଏବଂ କିସ୍‌ର ସମସ୍ତ ୟୁନିଟ୍ ପରିଦର୍ଶନ କରିଥିଲେ। କିସ୍‌ର ଶୃଙ୍ଖଳିତ ପରିଚାଳନା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ସୁବିଧା ତାଙ୍କୁ ଗଭୀର ଭାବେ ପ୍ରଭାବିତ କରିଥିବା ସେ କହିଥିଲେ। କିସ୍ ଛାତ୍ରୀଙ୍କୁ ସମ୍ବୋଧିତ କରି ଶ୍ରୀମତୀ ରାହଟକର ସେମାନଙ୍କୁ ବଡ଼ ସ୍ୱପ୍ନ ଦେଖିବା, ଦେଶର

Read More »
ରାଜ୍ୟ

କିଟ୍‍ ଓ କିସ୍ ରେ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର : କିଟ୍‌, କିସ୍‌, କିମ୍‌ସ, କିଟ୍ ପବ୍ଲିକ୍ ସ୍କୁଲ୍ ଓ କିଟ୍ ଇଣ୍ଟରନ୍ୟାସ୍‌ନାଲ୍ ସ୍କୁଲ୍‌ରେ ୮୦ତମ ସ୍ୱାଧୀନତା ଦିବସ ଶନିବାର ମହାସମାରୋହରେ ପାଳିତ ହୋଇଯାଇଛି । କିସ୍ ପରିସରରେ ଆୟୋଜିତ ସ୍ୱାଧୀନତା ଦିବସ ପାଳନ କାର୍ଯ୍ୟକ୍ରମରେ ବିଶିଷ୍ଟ କନ୍ନଡ ସାମ୍ବାଦିକ ତଥା କନ୍ନଡ ଦୈନିକ ବିଶ୍ୱବାଣୀର ମୁଖ୍ୟ ସଂପାଦକ ବିଶ୍ୱେଶ୍ୱର ଭଟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଥିଲେ । ସେ କହିଲେ, ଏବେ ଆମକୁ ଦାରିଦ୍ର୍ୟ, ନିରକ୍ଷରତାରୁ ମୁକ୍ତି ଏବଂ ଶିକ୍ଷା ମାଧ୍ୟମରେ ସ୍ୱାଧୀନତା

Read More »
ଦେଶ ବିଦେଶ

ଓଡ଼ିଶାରୁ ଫେରିଲେ ଇଣ୍ଡିଆ ଟ୍ରେକ୍‍ ପ୍ରତିନିଧି ମଣ୍ଡଳ

ଭୁବନେଶ୍ୱର : ଅଚ୍ୟୁତ ସାମନ୍ତ ଇଣ୍ଡିଆ ଇନିସିଏଟିଭ୍ କ୍ୟୁନି କ୍ରେଷ୍ଟ ଇନଷ୍ଟିଚ୍ୟୁଟ’ (ଏଏସଆଇଆଇସିସିଆଇ) ମାଧ୍ୟମରେ ଆମେରିକାର ସିଟି ୟୁନିଭରସିଟି ଅଫ୍‍ ନ୍ୟୁୟର୍କ (କ୍ୟୁନି ବିଶ୍ୱବିଦ୍ୟାଳୟ)ରୁ ୩୮ ଜଣିଆ ପ୍ରତିନିଧିମଣ୍ଡଳ ଇତି ମଧ୍ୟରେ କିଟ୍‍ ଓ କିସ୍‍ ପରିଦର୍ଶନ ପରେ ମଧୁର ସ୍ମୃତି ନେଇ ଫେରିଯାଇଛନ୍ତି। ସେଥିମଧ୍ୟରୁ ୧୦ଜଣ ବିଶିଷ୍ଟ ପ୍ରଫେସର ହୋଇଥିବା ବେଳେ ୨୮ଜଣ ବିଭିନ୍ନ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ଏହି ପ୍ରତିନିଧିମଣ୍ଡଳରେ ସାମିଲ ହୋଇଥିଲେ। ଦୀର୍ଘ ୧୫ ଦିନ ରହଣି ମଧ୍ୟରେ ସେମାନେ ଏଠାରେ କିଟ୍‍ ଓ କିସ୍‍

Read More »
ଦେଶ ବିଦେଶ

ଟାଇମ୍‍ସ ହାୟର ଏଜୁକେସନ ସଷ୍ଟେନେବିଲିଟି ଇମ୍ପାକ୍ଟ ରାଙ୍କିଂ ୨୦୨୬

ଭୁବନେଶ୍ୱର : ଟାଇମ୍‍ସ ହାୟର ଏଜୁକେସନ୍ ସଷ୍ଟେନେବିଲିଟି ଇଂପାକ୍ଟ ରାଙ୍କିଂ ୨୦୨୬ରେ ଭାରତର ସମସ୍ତ ସରକାରୀ ଏବଂ ଘରୋଇ ଶିକ୍ଷାନୁଷ୍ଠାନ ମଧ୍ୟରେ କିସ୍‍ ପ୍ରଭାବୀ ପ୍ରଦର୍ଶନ କରିଛି । କିସ୍‍ ବିଶ୍ୱବିଦ୍ୟାଳୟ ଚଳିତବର୍ଷ ପ୍ରଥମ ଥର ପାଇଁ ସଷ୍ଟେନେବିଲିଟି ଇମ୍ପାକ୍ଟ ରାଙ୍କିଂରେ ଅଂଶଗ୍ରହଣ କରି ୪୦୧–୬୦୦ ଗ୍ଲୋବାଲ୍ ବ୍ୟାଣ୍ଡରେ ସ୍ଥାନ ପାଇ ରାଜ୍ୟର ଗୌରବ ଆଣିଛି । ଏହା ସହ ଭାରତରେ ସାମଗ୍ରିକ ଭାବରେ ୭ମ ସ୍ଥାନ ହାସଲ କରିଛି । ପ୍ରଥମ ଥର ପାଇଁ ଏହି

Read More »
ଦେଶ ବିଦେଶ

କିଟ୍‍ ଓ ୟୁଏନ୍‍ଭି ମଧ୍ୟରେ ବୁଝାମଣା

ଭୁବନେଶ୍ୱର : ବିଶ୍ୱସ୍ତରୀୟ ସହଯୋଗ ଏବଂ ସେବା ଦିଗରେ କିଟ୍‍ ୟୁନାଇଟେଡ୍‍ ଭଲ୍ୟୁଣ୍ଟିୟରସ (ୟୁଏନ୍‍ଭି) ଓ ୟୁନାଇଟେଡ୍‍ ନେସନ୍‍ସ ସିଷ୍ଟମ ଷ୍ଟାଫ୍‍ କଲେଜ (ୟୁଏନ୍‍ଏସ୍‍ଏସ୍‍ସି) ମଧ୍ୟରେ ଦୁଇଟି ପୃଥକ ବୁଝାମଣା ପତ୍ର ସ୍ୱାକ୍ଷର କରିଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଜର୍ମାନ ଗସ୍ତ ଅବସରରେ ବନ୍‍ଠାରେ ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି । ଏହି ଅବସରରେ ୟୁଏନ୍‍ଭି ସହ ସ୍ୱତନ୍ତ୍ର ସ୍ୱେଚ୍ଛାସେବକ ସହଯୋଗ ସଂପର୍କରେ ଶ୍ରୀ ସାମନ୍ତ ଫଳପ୍ରଦ ଆଲୋଚନା

Read More »
ରାଜ୍ୟ

ମାଟ୍ରିକ୍ ପରୀକ୍ଷାରେ କିସ୍‌ର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ସମଗ୍ର ଓଡ଼ିଶାରେ ପାସ୍ ହାର ୯୫.୩୩% ରହିଥିବା ବେଳେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି । କିସ୍ ଆରମ୍ଭରୁ ଲଗାତାର ୧୯ବର୍ଷ ଧରି ଏହାର ଛାତ୍ରଛାତ୍ରୀମାନେ ମାଟ୍ରିକ୍ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଆସୁଛନ୍ତି । ଚଳିତ ବର୍ଷ ସ୍କୁଲ୍‌ର ମୋଟ ୨୦୩୧ ଛାତ୍ରଛାତ୍ରୀ ମାଟ୍ରିକ୍

Read More »
ଦେଶ ବିଦେଶ

କିଟ୍‍ ଓ କିସ୍‍ ପରିଦର୍ଶନ କଲେ ଆମେରିକା କନସଲ୍ ଜେନେରାଲ୍

ହାଇଦ୍ରାବାଦସ୍ଥିତ ଆମେରିକାନ୍‍ କନସୁଲଲେଟ୍‍ର କନସଲ୍‍ ଜେନେରାଲ୍‍ ଲାରା ଉଇଲିୟମସ୍‍ ଦୁଇ ଦିନିଆ କିଟ୍‍ ଓ କିସ୍‍ ପରିଦର୍ଶନ ସାରି ଫେରିଯାଇଛନ୍ତି । ସେ କିଟ୍‍ର ସମସ୍ତ କ୍ୟାମ୍ପସ ପରିଦର୍ଶନ କରିବା ସହ କିସ୍‍ର ବିଭିନ୍ନ ୟୁନିଟ୍‍ ପରିଦର୍ଶନ କରିଥିଲେ । କିସ୍‍ରେ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ବିନାଦେୟରେ ସାମଗ୍ରିକ ଶିକ୍ଷା ମଡେଲ୍‍ ବିଷୟରେ ଜାଣି ଆଶ୍ଚର୍ଯ୍ୟ ପ୍ରକଟ କରିବା ସହ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଉଦ୍ୟମକୁ ଭୂୟସୀ ପ୍ରଶଂସା କରିଥିଲେ । ଏହି ଅବସରରେ ସେ

Read More »
ଦେଶ ବିଦେଶ

କିସ୍‍ ଛାତ୍ରଛାତ୍ରୀଙ୍କୁ ଅନନ୍ତ ଅମ୍ବାନୀଙ୍କ ଉପହାର

ଭୁବନେଶ୍ୱର : ନିଜ ଜନ୍ମଦିନରେ କିସ୍‍ ଛାତ୍ରଛାତ୍ରୀଙ୍କ ପାଇଁ ଛାତ୍ରବୃତ୍ତି, ଚାକିରି ଓ ଏକ୍ସପୋଜର ସୁଯୋଗ ଭଳି ଅନେକ ଘୋଷଣା କରିଛନ୍ତି ଅନନ୍ତ ଅମ୍ବାନୀ। ଆଜି ନିଜ ଜନ୍ମଦିନ ପାଳନ ଅବସରରେ ଅନନ୍ତ କିସ୍‍ ଛାତ୍ରଛାତ୍ରୀଙ୍କ ପାଇଁ ରିଲାଏନ୍ସ ଗ୍ରୁପରେ ଚାକିରି ସୁଯୋଗ ସହ ଚଳିତ ଶିକ୍ଷାବର୍ଷରେ କିସ ଛାତ୍ରଛାତ୍ରୀଙ୍କ ପାଇଁ ଛାତ୍ରବୃତ୍ତି, କେଜିରୁ ପିଜିସ୍ତରରେ ଶେଷ୍ଠ ପ୍ରଦର୍ଶନ କରିଥିବା ଟପ୍ପରମାନଙ୍କୁ ଅନନ୍ତଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶାଳ ବନ୍ୟପ୍ରାଣୀ କେନ୍ଦ୍ର ବନତାରା ପରିଦର୍ଶନ କରିବାର ସୁଯୋଗ ଆଦି

Read More »
ଦେଶ ବିଦେଶ

ରୋମାନିଆରେ କିସ୍‍ ଛାତ୍ରଛାତ୍ରୀ

ଭୁବନେଶ୍ୱର : କିସ୍‍ର ଦଶ ଜଣ ଛାତ୍ରଛାତ୍ରୀ ଏକ ଆନ୍ତର୍ଜାତୀୟ ସାଂସ୍କୃତିକ ମହୋତ୍ସବରେ ଅଂଶଗ୍ରହଣ କରିବା ପାଇଁ ରୋମାନିଆ ଗସ୍ତରେ ଅଛନ୍ତି । ସେଠାରେ ସେମାନେ ଓଡ଼ିଶାର ଆଦିବାସୀ ଭାଷାରେ ସେକ୍ସପିଅରଙ୍କ ନାଟକ ପରିବେଷଣ କରିବେ ବିଦେଶରେ ସାନ୍ତାଳୀ ନୃତ୍ୟ ପରିବେଷଣ କରିବା କିସ୍‍ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଥମ। ପୂର୍ବରୁ କିସ୍‍ ଛାତ୍ରଛାତ୍ରୀମାନେ ମୁଖ୍ୟତଃ ଅନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ବିଦେଶୀ ଦେଶ ଗସ୍ତ କରୁଥିଲେ। ଏବେ ସେମାନେ ଆଦିବାସୀ ନୃତ୍ୟ ପ୍ରଦର୍ଶନ ଏବଂ ସାଂସ୍କୃତିକ

Read More »