kiss

ରାଜ୍ୟ

କିସ୍‍ ରେ ୬୬ତମ ପ୍ରୌଢ଼ ଶିକ୍ଷା ସମ୍ମିଳନୀ

ଭୁବନେଶ୍ୱର : କିସ୍‍ ରେ ଆଜି ସର୍ବଭାରତୀୟ ପ୍ରୌଢ଼ ଶିକ୍ଷା ସମ୍ମିଳନୀ ଆରମ୍ଭ ହୋଇଛି। ସାମଗ୍ରିକ ଜାତୀୟ ବିକାଶରେ ପ୍ରୌଢ଼ ଶିକ୍ଷାର ଭୂମିକା ଉପରେ ଆଲୋଚନା ନିମନ୍ତେ ଏହି ସମ୍ମିଳନୀରେ ଶିକ୍ଷାବିତ୍‍, ନୀତି ନିର୍ଦ୍ଧାରକ ଏବଂ ପ୍ରୌଢ଼ ଶିକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଏଥିରେ ଯୋଗ ଦେଇଛନ୍ତି। ଏହି ସମ୍ମିଳନୀ ଭାରତୀୟ ପ୍ରୌଢ଼ ଶିକ୍ଷା ସଂଘ ଓ କିସ୍‍ର  ମିଳିତ ସହଯୋଗରେ ଅନୁଷ୍ଠିତ ହେଉଛି। ଏହି ଅବସରରେ ଭାରତୀୟ ପ୍ରୌଢ଼ ଶିକ୍ଷା ସଂଘ ପକ୍ଷରୁ କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନୀତ

Read More »
କ୍ରୀଡା

କିଟ୍ ଓ କିସ୍‌ରେ ଭଲିବଲ୍ ମହାକୁମ୍ଭ

ଭୁବନେଶ୍ୱର : ଓଡ଼ିଶାରେ କିଟ୍‍ ଓ କିସ୍‍ ସହଯୋଗରେ ୨୦୨୬ରୁ ଲଗାତାର ୩ବର୍ଷ ଏଫ୍‍ଆଇଭିବି ବିଚ୍‍ ଭଲିବଲ୍‍ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ଅନ୍ତର୍ଜାତୀୟ ଭଲିବଲ ସଂଘ (ଏଫଆଇଭିବି) ସଭାପତି ଫାବିଓ ଆଜେଭେଦୋ  ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି। କିଟ୍‍ ଓ କିସ୍‍ରେ ବ୍ୟାପକ ସୁବିଧା ଓ ଓଡ଼ିଶାର ମନୋରମ ପରିବେଶ ପାଇଁ ଆସନ୍ତା ୨୦୨୬, ୨୦୨୭ ଓ ୨୦୨୮ ବର୍ଷରେ କିଟ୍‍ ଓ କିସ୍‍ ସହଯୋଗରେ ଓଡ଼ିଶାରେ ଏଫ୍‍ଆଇଭିବି ବିଚ୍‍ ଭଲିବଲ୍‍ ଆୟୋଜିତ

Read More »
ରାଜ୍ୟ

କିସ୍‍ ରେ ୪୦ ହଜାର ଛାତ୍ରଛାତ୍ରୀଙ୍କୁ ଶାଲ୍‍ ଓ ସ୍ୱେଟର ବଣ୍ଟନ

ଭୁବନେଶ୍ୱର : ଶୀତଦିନ ଆସିଯାଇଥିବାରୁ କିସରେ ଆଜି ଛାତ୍ରୀଙ୍କୁ ଶାଲ୍‍ ଓ ଛାତ୍ରଙ୍କୁ ସ୍ୱେଟର ବଣ୍ଟନ କରାଯାଇଛି। ପ୍ରତିବର୍ଷ ଶୀତ ଦିନ ଅବ୍ୟବହିତ ପୂର୍ବରୁ କିସ୍‍ ଛାତ୍ରଛାତ୍ରୀଙ୍କ ପାଇଁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସାଲ୍‍ ଓ ସ୍ୱେଟର୍‍ ବ୍ୟବସ୍ଥା କରିଥାନ୍ତି। ଶ୍ରୀ ସାମନ୍ତ ବ୍ୟକ୍ତିଗତ ଭାବେ ବାହାର ରାଜ୍ୟରୁ କିସ୍‍ ଛାତ୍ରଛାତ୍ରୀଙ୍କ ପାଇଁ ଶୀତବସ୍ତ୍ର କ୍ରୟ କରିଥାନ୍ତି। ଚଳିତବର୍ଷ ଶ୍ରୀ ସାମନ୍ତଙ୍କ ବ୍ୟକ୍ତିଗତ ପ୍ରୟାସରେ ପଞ୍ଜାବର ଲୁଧିଆନାରୁ କିସ୍‍ ଛାତ୍ରୀଙ୍କ ପାଇଁ ୨୦

Read More »
ରାଜ୍ୟ

ଏଥର ଜିଲ୍ଲା-ୱାରୀ କିସ ଅଭିଭାବକ ସମ୍ମିଳନୀ

ଭୁବନେଶ୍ୱର : ପ୍ରତିବର୍ଷ କିସ୍‌ରେ କିସ୍ ଛାତ୍ରଛାତ୍ରୀ ଅଭିଭାବକଙ୍କ ସମ୍ମିଳନୀ ଅନୁଷ୍ଠିତ ହୁଏ। ଏଥିରେ ଓଡ଼ିଶା ଓ ବାହାର ରାଜ୍ୟରୁ କିସ୍‌ରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ଲକ୍ଷାଧିକ ଅଭିଭାବକ କିସ୍‌ରେ ପହଞ୍ଚି ସମ୍ମିଳନୀରେ ଯୋଗ ଦେଇଥାନ୍ତି। ଚଳିତ ବର୍ଷ ଏହି ସମ୍ମିଳନୀ ଆୟୋଜନ ନେଇ ଆଜି କିସ୍ ପରିସରରେ କିସ୍ ଅଭିଭାବକ ସଂଘର ଏକ ପ୍ରାକ୍ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଜନଜାତି ଅଭିଭାବକ ପ୍ରତିନିଧି ଓ କିସ୍ ଅଭିଭାବକ ସଂଘର କର୍ମକର୍ତ୍ତାମାନେ

Read More »
ଦେଶ ବିଦେଶ

ଜୋନାଥନ ଗ୍ରାନଫ୍‍ଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : ବିଶ୍ୱ ଶାନ୍ତି, ପରମାଣୁ ନିରସ୍ତ୍ରୀକରଣ ଓ ଆଇନର ଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଗ୍ଲୋବାଲ୍‍ ସିକ୍ୟୁରିଟି ଇନ୍‍ଷ୍ଟିଚ୍ୟୁଟ୍‍ର ସଭାପତି ଜୋନାଥନ୍‍ ଗ୍ରାନଫ୍‍ଙ୍କୁ ଶନିବାର କିସ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି। କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। ଗ୍ରାନଫ୍‍ ହେଉଛନ୍ତି ଜଣେ ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଆଇନଜ୍ଞ ଏବଂ ସେ ଦୀର୍ଘ ଦଶନ୍ଧୀ ଧରି ପରମାଣୁ ନିରସ୍ତ୍ରୀକରଣ ସପକ୍ଷରେ ବିଶ୍ୱବ୍ୟାପୀ ଅଭିଯାନ ଚଳାଇ

Read More »
ଦେଶ ବିଦେଶ

କିସ୍‍ ଛାତ୍ରଛାତ୍ରୀ ପାଳିଲେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ

ଭୁବନେଶ୍ୱର : ବିଶ୍ୱର ସର୍ବବୃହତ ଜନଜାତି ବିଦ୍ୟାଳୟ କିସ୍‍ ପରିସରରେ ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ ତମ  ଜନ୍ମଦିନ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ କିସ୍‌ର ୪୦ ହଜାର ଛାତ୍ରଛାତ୍ରୀ ଏକାଠି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରିଥିଲେ। ପିଲାମାନେ ମୋଦୀଙ୍କ ମୁଖା ପିନ୍ଧି ଜନ୍ମଦିନ ସଙ୍ଗୀତର ତାଳେତାଳେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନ ପାଳନ କରିଥିଲେ। ଏହି ଅବସରରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କିଟ୍ ଓ କିସ୍ ତଥା କିମ୍‍ସ ଛାତ୍ରଛାତ୍ରୀଙ୍କ

Read More »
ରାଜ୍ୟ

କିସ୍‍ ଛାତ୍ରଛାତ୍ରୀଙ୍କ ସହ ମଧ୍ୟାହ୍ନଭୋଜନ କଲେ ରାଜ୍ୟପାଳ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ଏବଂ ତାଙ୍କ ଧର୍ମପତ୍ନୀ ଡ. ଜୟଶ୍ରୀ କମ୍ଭମପତି ଆଜି କିଟ୍‍, କିସ୍‍ ଓ କିମ୍‍ସ ପରିଦର୍ଶନରେ ଆସି କିସ୍‍ର ଛାତ୍ରଛାତ୍ରୀଙ୍କ ସହ ମଧ୍ୟାହ୍ନଭୋଜନ କରିଥିଲେ। କିସ୍‍ ପିଲାଙ୍କ ସହ ବସି ମଧ୍ୟାହ୍ନଭୋଜନ କରିବାରେ କମ୍ଭମପତି ହେଉଛନ୍ତି ଓଡ଼ିଶାର ପ୍ରଥମ ରାଜ୍ୟପାଳ। ଆଜି ପୂର୍ବାହ୍ନରେ ରାଜ୍ୟପାଳ ଡ. କମ୍ଭମପତି ସପତ୍ନୀକ କିଟ୍ ରେ ପହଞ୍ଚିବା ପରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କୁ ସ୍ୱାଗତ କରିଥିଲେ। ପରେ ରାଜ୍ୟପାଳ କିଟ୍‍ର

Read More »
ରାଜ୍ୟ

ଯୁକ୍ତ ୨ରେ କିସ୍‍ର ଉତ୍ସାହଜନକ ସଫଳତା

ଭୁବନେଶ୍ୱର : ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଅଭୂତପୂର୍ବ ସଫଳତା ହାସଲ କରିଛନ୍ତି । ରାଜ୍ୟରେ କଳା, ବିଜ୍ଞାନ ଓ ବାଣିଜ୍ୟରେ ପାସ ହାର ଯଥାକ୍ରମେ ୮୦.୫୧, ୮୭.୪୯ ଓ ୮୩.୦୩ ଥିବା ବେଳେ କିସ୍‍ର ପାସ୍‍ ହାର ଉତ୍ସାହଜନକ ରହିଛି । ଚଳିତବର୍ଷ ମଧ୍ୟ କିସ୍‌ର ଛାତ୍ରୀମାନେ ଛାତ୍ରଙ୍କ ଅପେକ୍ଷା ଭଲ ପ୍ରଦର୍ଶନ କରିଛନ୍ତି। କିସ୍‌ରେ କଳା, ବିଜ୍ଞାନ ଓ ବାଣିଜ୍ୟରେ

Read More »
ତାଜା ଖବର

ମାଟ୍ରିକ୍ ପରୀକ୍ଷାରେ ଲଗାତାର ୧୮ବର୍ଷ ଧରି କିସ୍‌ର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ସମଗ୍ର ଓଡ଼ିଶାରେ ପାସ୍ ହାର ୯୪.୯୩% ରହିଥିବା ବେଳେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି। କିସ୍ ଆରମ୍ଭରୁ ଲଗାତାର ୧୮ବର୍ଷ ଧରି ଏହାର ଛାତ୍ରଛାତ୍ରୀମାନେ ମାଟ୍ରିକ୍ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଆସୁଛନ୍ତି। ଚଳିତ ବର୍ଷ ସ୍କୁଲ୍‌ର ମୋଟ ୧୯୦୦ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ। ସେମାନଙ୍କ

Read More »
କ୍ରୀଡା

ଭଲିବଲର ବିକାଶ ନେଇ କିସ୍‍ ଓ ଏଫ୍‍ଆଇଭିବି ଆଲୋଚନା

ଭୁବନେଶ୍ୱର : କିସ୍ ଜରିଆରେ ତୃଣମୂଳସ୍ତରରେ ଭଲିବଲର ବିକାଶ ନେଇ କିଟ୍‍-କିସ୍‍ ଓ ଏଫ୍‍ଆଇଭିବି ମଧ୍ୟରେ ଆଲୋଚନା ହୋଇଛି । ଏ ସମ୍ପର୍କରେ ଆଲୋଚନା ପାଇଁ କିଟ୍‍ ଓ କିସ୍‍ ପକ୍ଷରୁ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ  ସୁଇଜରଲ୍ୟାଣ୍ଡ ସ୍ଥିତ ଏଫ୍‍ଆଇଭିବି ମୁଖ୍ୟାଳୟକୁ ନିମନ୍ତ୍ରଣ କରାଯାଇଥିଲା। ଏଫ୍‍ଆଇଭିବି ହେଉଛି ଭଲିବଲର ସର୍ବୋଚ୍ଚ ଆନ୍ତର୍ଜାତିକ ସଂଗଠନ। ଭାରତରେ ବିଶେଷ କରି ଓଡ଼ିଶାର ବିଦ୍ୟାଳୟଗୁଡ଼ିକରେ ତୃଣମୂଳସ୍ତରରେ ଭଲିବଲର ପ୍ରସାର ଉପରେ ସୋମବାର ଏଫ୍‍ଆଇଭିବି କର୍ତ୍ତୃପକ୍ଷ ଓ ଶ୍ରୀ ସାମନ୍ତଙ୍କ ମଧ୍ୟରେ

Read More »