kiss

ଦେଶ ବିଦେଶ

କିଟ୍‍ ରେ ପଢ଼ୁଥିବା କିସ୍‍ର ୧ଶହ ଛାତ୍ରଛାତ୍ରୀ ପାଇଲେ କ୍ୟାମ୍ପସ ପ୍ଲେସମେଣ୍ଟ

ଭୁବନେଶ୍ୱର : କିଟ୍‍ ରେ  ପଢ଼ୁଥିବା କିସ୍‍ର ୧ଶହ ଛାତ୍ରଛାତ୍ରୀ ଇତି ମଧ୍ୟରେ ବିଭିନ୍ନ କମ୍ପାନୀରେ କ୍ୟାମ୍ପସ୍‍ ପ୍ଲେସମେଣ୍ଟ ପାଇଛନ୍ତି। କିଟ୍‍ ରେ  ଆଇଟିଆଇ, ପଲିଟେକ୍‍ନିକ୍‍, ବିଟେକ୍‍, ରୁରାଲ ମ୍ୟାନେଜମେଣ୍ଟ ଆଦି ପାଠ୍ୟକ୍ରମରେ ପାଠ ପଢ଼ୁଥିବା କିସ୍‍ର ଏହି ଛାତ୍ରଛାତ୍ରୀମାନେ କ୍ୟାମ୍ପସ୍‍ ପ୍ଲେସମେଣ୍ଟ ପାଇବାରେ ସଫଳ ହୋଇଛନ୍ତି। ଏହି ପିଲାଙ୍କ ମଧ୍ୟରୁ କିସ୍‍ର ଶକୁନ୍ତଳା ସୋରେନ୍‍ ଜିଇ ହେଲ୍‍ଥକେୟାର କମ୍ପାନୀରେ ସର୍ବାଧିକ ୯.୫ ଲକ୍ଷ ଟଙ୍କା ବାର୍ଷିକ ପ୍ୟାକେଜରେ କ୍ୟାମ୍ପସ୍‍ ପ୍ଲେସମେଣ୍ଟ ପାଇଛନ୍ତି। ଏଥିରେ କିସ୍‍ ଛାତ୍ରଛାତ୍ରୀମାନେ ସର୍ବନିମ୍ନ ୪ଲକ୍ଷ ଟଙ୍କା ପ୍ୟାକେଜରେ ନିଯୁକ୍ତି ପତ୍ର ପାଇଛନ୍ତି।

Read More »
ଦେଶ ବିଦେଶ

ଜେଇଇ ମେନରେ କିସର ୧୨ ଛାତ୍ରଛାତ୍ରୀ କୃତକାର୍ଯ୍ୟ

ଭୁବନେଶ୍ୱର : ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଆଜି ଯୁଗ୍ମ ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଏଥିରେ କିସର ୧୨ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ଜଣ ଛାତ୍ରୀ ଥିବା ବେଳେ ୫ଜଣ ଛାତ୍ର ରହିଛନ୍ତି । ଏମାନେ ଜେଇଇ ଆଡଭାନସ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏହି ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ଜଣ ଝାଡ଼ଖଣ୍ଡରୁ ଆସି କିସ୍‌ରେ ପାଠ ପଢ଼ି ଜେଇଇରେ ସଫଳତା ହାସଲ କରିପାରିଛନ୍ତି । ଏହି

Read More »
ମନୋରଞ୍ଜନ

ଓଲିଉଡ କଳାକାରଙ୍କ ସହ ହୋଲି ଖେଳିଲେ କିସ୍ ଛାତ୍ରଛାତ୍ରୀ

ଭୁବନେଶ୍ୱର : ପ୍ରତିବର୍ଷ ପରି ଚଳିତବର୍ଷ କିସ୍‍ରେ ପାଳିତ ହୋଇଯାଇଛି। ଶୁକ୍ରବାର କିସ୍‍ ଦୂତୀଚାନ୍ଦ ଷ୍ଟାଡ଼ିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଥମେ ଦିବଂଗତ ଓଲିଉଡ୍‍ ସୁପରଷ୍ଟାର ଉତ୍ତମ ମହାନ୍ତି ଓ ସଂଗୀତ ନିର୍ଦ୍ଦେଶକ ବିନୟ ରଥଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ମିନିଟ୍‍ ନିରବ ପ୍ରାର୍ଥନା କରାଯାଇଥିଲା। ପରେ କିସ୍‍ ଛାତ୍ରଛାତ୍ରୀମାନେ ବିଶିଷ୍ଟ ଓଡ଼ିଆ ସିନେ ତାରକା, ସାହିତ୍ୟିକ, କଳାକାର, ବ୍ୟଙ୍ଗକାର, ବୁଦ୍ଧିଜୀବୀ, ସମାଲୋଚକ, ଚଳଚ୍ଚିତ୍ର ନିର୍ଦ୍ଦେଶକ ଓ ଚିତ୍ରାଭିନେତାଙ୍କ ସହ ହୋଲି ପାଳିଥିଲେ। ପାରମ୍ପରିକ ରାଧାକୃଷ୍ଣଙ୍କ ବେଶରେ ସଜ୍ଜିତ ହୋଇ ଦୋଳିରେ ଝୁଲୁଥିବା କିସ୍‍ ଛାତ୍ରଛାତ୍ରୀଙ୍କୁ ଉପସ୍ଥିତ

Read More »
ଦେଶ ବିଦେଶ

ଦଶମ ଓ ଦ୍ଵାଦଶରେ କିସରୁ ରେକର୍ଡ ସଂଖ୍ୟକ ପରୀକ୍ଷାର୍ଥୀ

ଭୁବନେଶ୍ୱର : ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ପରୀକ୍ଷାରେ କିସ୍‍ ରୁ ରେକର୍ଡ଼ ସଂଖ୍ୟକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କିସର୍‍ ୨୦୦୦ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବା ବେଳେ ୧୯୦୦ ଛାତ୍ରଛାତ୍ରୀ +୨ ପରୀକ୍ଷା ଦେବେ । ଉଭୟ ଦଶମ ଓ +୨ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ୬୦% ହେଉଛନ୍ତି ଛାତ୍ରୀ ।

Read More »
କ୍ରୀଡା

କିଟ୍ ଓ କିସ୍ ପକ୍ଷରୁ ମିନି ମାରାଥନ

ଭୁବନେଶ୍ୱର : କିଟ୍ ଓ କିସ୍ ପକ୍ଷରୁ ପ୍ରତିବର୍ଷ ଓଡ଼ିଶାର ସମସ୍ତ ଜିଲ୍ଲା ତଥା ଭାରତର ବିଭିନ୍ନ ସହରରେ ‘ସମସ୍ତଙ୍କ ପାଇଁ ଶିକ୍ଷା’ ଲକ୍ଷ୍ୟରେ ମିନି ମାରାଥନ ଆୟୋଜନ କରାଯାଇଥାଏ । ଚଳିତ ବର୍ଷ ଓଡ଼ିଶାର ୩୭ଟି ସ୍ଥାନ ଓ ଭାରତର ୬୫ରୁ ଅଧିକ ସ୍ଥାନରେ ଏହି ମିନି ମାରାଥନ ଆୟୋଜନ କରାଯାଇଥିଲା। ଏହାର ଏକ ଅଂଶ ବିଶେଷ ଭୁବନେଶ୍ୱରରେ ନିଆରା ଢଙ୍ଗରେ ‘ପାଟାଥନ’ ଆୟୋଜନ କରାଯାଇଥିଲା। ସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ଚାଲିଥିବା ଏହି ପାଟାଥନର ଦ୍ୱିତୀୟ ସଂସ୍କରଣରେ

Read More »
ତାଜା ଖବର

ରେକର୍ଡ: କିସ୍‍ର ୧୫ ଛାତ୍ରଛାତ୍ରୀ ଓସିଏସ୍‍ ପାଇଲେ

ଭୁବନେଶ୍ୱର,୨୦ ।୧୦: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‍ ସର୍ଭିସ୍‍ ପରୀକ୍ଷା (ଓସିଏସ୍‍)ରେ କିସ୍‍ର ୧୫ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । କୌଣସି ଗୋଟିଏ ଜନଜାତି ଶିକ୍ଷାନୁଷ୍ଠାନର ଏତେ ସଂଖ୍ୟକ ଛାତ୍ରଛାତ୍ରୀ ଓସିଏସ୍‍ ପାଇବା ଓଡ଼ିଶାରେ ରେକର୍ଡ ବୋଲି କୁହାଯାଉଛି । କିସ୍‍ର ଛାତ୍ର କଳାହାଣ୍ଡି ଜିଲ୍ଲାର ନନ୍ଦ କିଶୋର ପାତ୍ର ଓ ନୀଳମାଧବ ପାତ୍ର, ମୟୂରଭଞ୍ଜ ଜିଲ୍ଲା ସଞ୍ଜୀବ ହାଁସଦା, ରାମେଶ୍ୱର ହେମ୍ବ୍ରମ୍‍, ଲମ୍ବୋଦର ହେମ୍ବ୍ରମ୍‍, ଟିକିଲିମଣୀ ସୋରେନ୍‍, ସମ୍ବଲପୁର ଜିଲ୍ଲାର

Read More »