Live Odisha Tv

Kolkata

ତାଜା ଖବର

ଆଜି ଡାକ୍ତରଙ୍କ ଧର୍ମଘଟ ଜରୁରୀକାଳୀନ ସେବା ବନ୍ଦ

କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ଆଜି ଦେଶବ୍ୟାପୀ ସ୍ୱାସ୍ଥ୍ୟ ସେବା ୨୪ ଘଣ୍ଟିଆ ବନ୍ଦ ରହିବ ବୋଲି ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଘୋଷଣା କରିଛି । ଆଇଏମଏ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ଅଗଷ୍ଟ ୧୭ ସକାଳ ୬ଟାରୁ ୧୮ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ମଡର୍ଣ୍ଣ ମେଡିସିନର ଡାକ୍ତରମାନେ ସେମାନଙ୍କ ସେବା ପ୍ରଦାନ କରିବେ ନାହିଁ। ଡାକ୍ତରଙ୍କ ଧର୍ମଘଟ

Read More »
ଅପରାଧ

ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳଙ୍କ ସମାଲୋଚନା

କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ଉପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କଥାବାର୍ତ୍ତାକୁ ହାସ୍ୟାସ୍ପଦ କହିଛନ୍ତି ରାଜ୍ୟପାଳ ସିଭି ଆନନ୍ଦ ବୋଷ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜେକଲ ଏବଂ ହାଇଡଙ୍କ ଭଳି ବ୍ୟବହାର କରୁଛନ୍ତି ବୋଲି ରାଜ୍ୟପାଳ କହିଛନ୍ତି। କୋଲକାତାର ଏହି ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ହସ୍ପିଟାଲରେ ଧର୍ମଘଟ ଜାରି ରହିଛି। ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆନ୍ଦୋଳନକାରୀଙ୍କ ସହ ଯୋଗ ଦେବା ସହ ରାଜ୍ୟପାଳଙ୍କୁ ଭେଟି ଘଟଣା ବାବଦରେ ଆଲୋଚନା

Read More »
ଅପରାଧ

ଟ୍ରେନି ଡାକ୍ତରଙ୍କ ହତ୍ୟାର ତଦନ୍ତ କରିବ ସିବିଆଇ

ପୂରା ଦେଶକୁ ଦୋହଲାଇ ଦେଇଥିବା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ତଦନ୍ତ କରିବ ସିବିଆଇ। କଲିକତା ହାଇକୋର୍ଟ ଆଜି ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। କୋଲକାତା ପୁଲିସ୍‌ ବର୍ତ୍ତମାନ ଘଟଣାର ତଦନ୍ତ କରିବା ସହ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି ସାରିଛି। ତଥାପି ଆଜି ହାଇକୋର୍ଟ ସିବିଆଇକୁ ତଦନ୍ତ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ତୁରନ୍ତ ସିବିଆଇକୁ ଘଟଣା ସହ ଜଡ଼ିତ ସମସ୍ତ ଦସ୍ତାବିଜ ହସ୍ତାନ୍ତର କରିବାକୁ ହାଇକୋର୍ଟ ପୁଲିସ୍‌କୁ କହିଛନ୍ତି। ଗୁରୁବାର ଆରଜି କର

Read More »