
ତାଜା ଖବର
ପରଲୋକରେ ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତି
ଭୁବନେଶ୍ୱର: ପରଲୋକରେ ବରିଷ୍ଠ ବିଜେପି ନେତ୍ରୀ ତଥା କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତି। ଆଜି ସକାଳେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ଅନେକ ଦିନ ଧରି ସେ ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ। ସେ ୨୦୦୪ରୁ ୨୦୦୯ ଯାଏ କୋରେଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ବହୁ ବିଜେପି ନେତା ଗଭୀର ଶୋକ

