୧୬ରେ ଉଦ୍ଯାପିତ ହେବ ବୌଦ୍ଧ ସମ୍ମିଳଳୀ
ବିଶ୍ୱ ଶାନ୍ତି ପାଇଁ ଚାଲିଛି ପ୍ରାର୍ଥନା ଓ ମନ୍ତ୍ର ପାଠ। ବୌଦ୍ଧ ଧର୍ମାବଲମ୍ବୀ ଓ ସନ୍ନ୍ୟାସୀଙ୍କ ପ୍ରାର୍ଥନାରେ କମ୍ପୁଛି ବୌଦ୍ଧ ପର୍ଯ୍ୟଟନ ସ୍ଥଳୀ ଉଦୟଗିରି ଓ ରତ୍ନଗିରି। ସ୍ନେହ, ପ୍ରେମ ଶ୍ରଦ୍ଧାର ବାର୍ତ୍ତା ସହ ବିଶ୍ୱ ଶାନ୍ତି ପାଇଁ ବୁଦ୍ଧଙ୍କ ନିକଟରେ ଚାଲିଛି ପ୍ରାର୍ଥନା। ଗୌତମ ବୁଦ୍ଧଙ୍କ ପ୍ରତି ଆକୃଷ୍ଟ ହୋଇ ଏକାଠୀ ହେଲେ ୧୭ଟି ଦେଶର ପ୍ରାୟ ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ ଓ ସନ୍ନ୍ୟାସୀ। ଓଡ଼ିଶାରେ ବୌଦ୍ଧଙ୍କ କୀର୍ତ୍ତିରାଜ, ଐତିହ୍ୟ ଦେଖି ସେମାନେ ବିମୋହିତ ହୋଇଛନ୍ତି।…