
ରାଜ୍ୟ
କିଟ୍ ରେ ‘ମାର୍ଚ୍ଚିଂ ବିୟଣ୍ଡ ଦି ଲାଇବ୍ରେରୀ ୨୦୨୫’ ସମ୍ମିଳନୀ
ଭୁବନେଶ୍ୱର : ମ୍ୟାନେଜମେଣ୍ଟ ଲାଇବ୍ରେରୀ ନେଟ୍ୱର୍କ (MANLIBNET) ଏବଂ ICMBL 2025 ମିଳିତ ଆନୁକୂଲ୍ୟରେ ତିନି ଦିନିଆ ଅନ୍ତର୍ଜାତୀୟ ଲାଇବ୍ରେରୀ ୨୦୨୫ ଶୀର୍ଷକ ସମ୍ମିଳନୀ କିଟ୍ ରେ ଉଦ୍ଘାଟିତ ହୋଇଯାଇଛି। ତିନି ଦିନ ବ୍ୟାପୀ ହେବାକୁ ଥିବା ଏହି ସମ୍ମିଳନୀରେ ଲାଇବ୍ରେରୀ ଓ ସୂଚନା ବିଜ୍ଞାନ କ୍ଷେତ୍ରରେ ପ୍ରତିଭା, ପ୍ରଯୁକ୍ତିବିଦ୍ୟା ଓ ପରିବର୍ତ୍ତନ ଉପରେ ଗୁରୁତ୍ୱପୂର୍ଣ୍ଣ ବିଶ୍ୱସ୍ତରୀୟ ଆଲୋଚନା ହେବ। ଏହି ଅନ୍ତର୍ଜାତୀୟ କାର୍ଯ୍ୟକ୍ରମରେ ଭାରତ ଓ ବିଦେଶର ଖ୍ୟାତିସଂପନ୍ନ ପ୍ରଫେସର, ଶିକ୍ଷାବିତ୍, ସୂଚନା ବୈଜ୍ଞାନିକ, ଗବେଷକ ଓ ଲାଇବ୍ରେରୀ ବୃତ୍ତିଗତମାନେ ଯୋଗ ଦେଇଛନ୍ତି। ଏହା ସମ୍ମିଳନୀ ଜରିଆରେ ଲାଇବ୍ରେରୀର

