Live Odisha Tv

love

ଦେଶ ବିଦେଶ

୨ଶହ ଦେଶରେ ପାଳିତ ହେଲା ଅନ୍ତର୍ଜାତୀୟ ଆର୍ଟ ଅଫ୍‍ ଗିଭିଂ ଦିବସ

ଭୁବନେଶ୍ୱର : ଜୁନ୍‍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍‍ ଗିଭିଂ’ ଦିବସ ପାଳିତ ହୋଇଯାଇଛି। ଓଡ଼ିଶାର ୩୦ଟି ଜିଲ୍ଲା ସଦର ମହକୁମା ସମେତ ୩୫ଟି ସହର ତଥା ପ୍ରତ୍ୟେକ ବ୍ଲକ୍‍ ଏବଂ ୬୫୦୦ ପଞ୍ଚାୟତରେ ଆର୍ଟ ଅଫ୍‍ ଗିଭିଂ ଦିବସ ପାଳିତ ହୋଇଯାଇଛି । ପ୍ରତ୍ୟେକ ବର୍ଷ ବିଭିନ୍ନ ବିଷୟବସ୍ତୁ ଉପରେ ଆଧାରିତ ଆର୍ଟ ଅଫ୍‍ ଗିଭିଂର ଚଳିତବର୍ଷର ବିଷୟବସ୍ତୁ ଥିଲା ‘ଲେଟ୍‍ସ ଏଓଜି’।

Read More »