Live Odisha Tv

mamata mahanta

ତାଜା ଖବର

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ମମତା ମହାନ୍ତ

ରାଜ୍ୟସଭା ସାଂସଦ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ନେତା ମମତା ମହାନ୍ତ। ଅନ୍ୟତମ ବିଜେପି ନେତା ଜଗନ୍ନାଥ ପ୍ରଧାନ ରାଜ୍ୟସଭା ନିର୍ବାଚନରୁ ଓହରିଯିବା ପରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ମମତା। ରାଜ୍ୟସଭା ନିର୍ବାଚନ ରିଟର୍ଣ୍ଣିଂ ଅଫିସରଙ୍କଠାରୁ ସେ ତାଙ୍କ ସାର୍ଟିଫିକେଟ ଗ୍ରହଣ କରିଛନ୍ତି। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ହେଉଛନ୍ତି ମମତା ମହାନ୍ତ। ୨୦୨୦ ମସିହାରେ ବିଜେଡି ତାଙ୍କୁ ରାଜ୍ୟସଭାକୁ ପଠାଇଥିଲା। ୨୦୨୬ ଏପ୍ରିଲରେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇଥା’ନ୍ତା। ତେବେ କାର୍ଯ୍ୟକାଳ ଶେଷ ହେବାର ୨୧ ମାସ

Read More »
ତାଜା ଖବର

ରାଜ୍ୟସଭା ପାଇଁ ମମତାଙ୍କ ନାମ ଘୋଷଣା

ଅନେକ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପକାଇ ବିଜେପି ଘୋଷଣା କଲା ରାଜ୍ୟସଭା ପ୍ରାର୍ଥୀ । ରାଜ୍ୟସଭା ପ୍ରାର୍ଥୀ ଭାବେ ମମତାଙ୍କ ନାମ ହେଲା ଘୋଷଣା । ମମତା ମହାନ୍ତ ହେଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ। ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ତାରିଖ । ମୟୁରଭଞ୍ଜ କୁଡୁମି ସମ୍ପ୍ରଦାୟ ବରିଷ୍ଠ ନେତ୍ରୀ ମମତା । ନିକଟ ଅତୀତରେ ବିଜେଡି ଛାଡି ବିଜେପିରେ ଯୋଗଦାନ କରିଥିଲେ । ରାଜ୍ୟସଭା ସହ ବିଜେଡିରୁ ଇସ୍ତଫା ଦେଇଥିଲେ ସେ । ଆଜି ବିଜେପି ପକ୍ଷରୁ

Read More »
ତାଜା ଖବର

କାର୍ଯ୍ୟକାଳ ସରିବା ପୂର୍ବରୁ ମମତାଙ୍କ ଇସ୍ତଫା

ଭୁବନେଶ୍ବର : ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହେଲେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେପଟେ ମମତାଙ୍କ ପରବର୍ତ୍ତି ପଦକ୍ଷେପ କ’ଣ ରହିବ ତାକୁ ନେଇ ଉତ୍କଣ୍ଠା ବଢୁଛି। ୨୦୧୧ରେ ରାଜନୀତିରେ ପାଦ ଥାପିଥିବା ମମତା ୨୦୧୨ରେ ବିଶୋଇ ବ୍ଲକ୍‌ର ୩୪

Read More »