Live Odisha Tv

manu bhakar

ତାଜା ଖବର

କ୍ୟାଟ୍ରିନାଙ୍କ ଗୀତରେ ନାଚି‌ଲେ ମନୁ ଭାକର

ନୂଆଦିଲ୍ଲୀ : ଭାରତର ତାରକା ମହିଳା ସୁଟର ମନୁ ଭାକର ପ୍ୟାରିସ୍ ଅଲିମ୍ପିକ୍ସରେ ଦୁଇଟି ବ୍ରୋଞ୍ଜ ପଦକ ଜିତି ଦେଶକୁ ଫେରିଛନ୍ତି। ଏହାପରେ ତାଙ୍କୁ ଭେଟିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼ ଜମୁଛି। ତାଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ନିକଟରେ ମନୁଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯାହାକୁ ଲୋକେ ବାରମ୍ବାର ଦେଖିବା ସହିତ ନିଜନିଜ ଆକାଉଣ୍ଟରେ ସେୟାର କରୁଛନ୍ତି। ମନୁ ଚେନ୍ନାଇର ଭେଲାମଲ୍ ନେକ୍ସସ୍ ସ୍କୁଲରେ ପହଞ୍ଚିଥିଲେ। ଏଠାରେ ମନୁଙ୍କ ସମ୍ମାନାର୍ଥେ

Read More »
କ୍ରୀଡା

ମନୁଙ୍କ ଉପରେ ହେଉଛି ଟଙ୍କାର ବର୍ଷା

ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ସୁଟର ମନୁ ଭାକର ଦେଶ ପାଇଁ ପ୍ରଥମ ପଦକ ଜିତିଛନ୍ତି। ସେ ପ୍ୟାରିସ୍ ଅଲିମ୍ପିକ୍ସରୁ ବ୍ରୋଞ୍ଜ ପଦକ ଧରି ଦେଶକୁ ଫେରିଛନ୍ତି। ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତ ଏପର୍ଯ୍ୟନ୍ତ ତିନୋଟି ପଦକ ଜିତିଛି। ଏହି ତିନୋଟି ପଦକ ସୁଟିଂରୁ ହିଁ ମିଳିଛି। ଦେଶକୁ ମନୁ ଭାକର ଫେରିବା ପରେ କ୍ରୀଡାମନ୍ତ୍ରୀ ମନସୁଖ ମାଣ୍ଡଭିଆ ତାଙ୍କୁ ଭେଟିଥିଲେ। ଏହି ସମୟରେ ସେ ମନୁଙ୍କୁ ପୁରସ୍କାର ରାଶି ବାବଦକୁ ଏକ ଚେକ୍ ମଧ୍ୟ ପ୍ରଦାନ କରିଥିଲେ। ‌ଏନେଇ

Read More »
କ୍ରୀଡା

ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଲେ ମନୁ ଭାକର

ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଭାରତର ଯୁବ ଶୁଟର ମନୁ ଭାକର।  ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତ ପାଇଁ ସେ ବ୍ରୋଞ୍ଜ ପଦକ ହାତେଇଛନ୍ତି। ମନୁ ୨୨୧.୭ ପଏଣ୍ଟ ସ୍କୋର କରି ଏହି ସଫଳତା ହାସଲ କରିଛନ୍ତି। ଏହି ଐତିହାସିକ ସଫଳତା ପାଇଁ ମନୁ ଭାକରଙ୍କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି। ହରିୟାଣାରେ ଜନ୍ମିତ ମନୁ ଭାକର ପ୍ରଥମ ଭାରତୀୟ ମହିଳା ଶୁଟର

Read More »