Mayurbhanj

ଦେଶ ବିଦେଶ

ବେତନଟୀରେ ଖୋଲିବ କିମ୍‌ସ-ଶୁଭ୍ରା ରୁରାଲ୍ ହସ୍‌ପିଟାଲ୍

ଭୁବନେଶ୍ୱର, ୨୬। ୮: ମୟୂରଭଞ୍ଜ ଜିଲ୍ଲା ବେତନଟୀ ଅନ୍ତର୍ଗତ କୁଂଚିଶୋଳ ଗ୍ରାମରେ ଏକ ରୁରାଲ ହସ୍‌ପିଟାଲ୍ ଚଳାଇବା ପାଇଁ ଭୁବନେଶ୍ୱରର କିମ୍‌ସ ଓ ଗୁଜରାଟର ଶୁଭ୍ରା ଫାଉଣ୍ଡେସନ୍ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଯାଇଛି । ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‌, କିସ୍ ଓ କିମ୍‌ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଓ ଶୁଭ୍ରା ପ୍ରିୟମ୍ବଦା ଫାଉଣ୍ଡେସନ୍‌ର ନିର୍ଦ୍ଦେଶିକ ସ୍ମିତା ମୁର୍ମଙ୍କ ଉପସ୍ଥିତରେ ଏହି ବୁଝାମଣାପତ୍ର ସ୍ୱାକ୍ଷର ହୋଇଯାଇଛି । ଶୁଭ୍ରା ପ୍ରିୟମ୍ବଦା ଫାଉଣ୍ଡେସନ୍ ପକ୍ଷରୁ ବଦ୍ରି ମହାପାତ୍ର

Read More »
ତାଜା ଖବର

ଭାବବିହ୍ୱଳ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଯେଉଁଠି ଦିନେ ଜନ୍ମ ହୋଇଥିଲେ, ସେହି ଭିଟାମାଟିରେ ପାଦଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦିନେ ଯେଉଁଠି ଅ, ଆ’ ଶିଖିଥିଲେ ସେଇଠି ପିଲାଙ୍କ ସହ ଭାବବିନିମୟ କଲେ। ନାଚିଲେ, ଭାବବିହ୍ୱଳ ମଧ୍ୟ ହେଲେ। ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ନିଜ ଜନ୍ମମାଟି ତଥା ପୈତୃକ ଗାଁ ଉପରବେଡ଼ା ଯାଇଥିଲେ। ରାଷ୍ଟ୍ରପତି ବନିଥିବା ଗାଁ ଝିଅଙ୍କୁ ପାଖରେ ପାଇ ଉପରବେଡ଼ାବାସୀ ତ କୃତ୍ୟ କୃତ୍ୟ ହେଲେ। ରାଷ୍ଟ୍ରପତିଙ୍କୁ ପ୍ରଥମରୁ ପଞ୍ଚମ ଯାଏଁ ପାଠ ପଢ଼ାଇଥିବା ଗୁରୁ

Read More »