medical science

ଜୀବନଚର୍ଯ୍ୟା

କିମ୍‍ସରେ ଜାତୀୟ ଫୋନୋ ସର୍ଜନ ସମ୍ମିଳନୀ ଉଦ୍‍ଘାଟିତ

ଭୁବନେଶ୍ୱର : ଆସୋସିଏସନ୍‍ ଅଫ୍‍ ଫୋନୋ ସର୍ଜନ୍ସ ଅଫ୍‍ ଇଣ୍ଡିଆ (ଏପିଏସ୍‍ଆଇ)ର ୨୦ତମ ଜାତୀୟ ଫୋନୋ ସର୍ଜନ ସମ୍ମିଳନୀ ‘ଫୋନୋକନ୍‍-୨୦୨୫’ ଶୁକ୍ରବାର କିମ୍‍ସରେ ଉଦ୍‍ଘାଟିତ ହୋଇଯାଇଛି । ୩ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମ୍ମିଳନୀରେ ଦେଶର ବିଭିନ୍ନ ସ୍ଥାନରୁ ୪ଶହରୁ ଊର୍ଦ୍ଧ୍ୱ ସ୍ୱର ବିଶେଷଜ୍ଞ, ସର୍ଜନ, ସ୍ପିଚ୍‍ ଥେରାପିଷ୍ଟ ଯୋଗ ଦେଇଛନ୍ତି । ଏ ନେଇ ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରି ଏପିଏସ୍‍ଆଇର ସଭାପତି ତଥା କିମ୍‍ସ କର୍ଣ୍ଣ, ନାସା ଓ ଗଳା ବିଭାଗ ମୁଖ୍ୟ

Read More »
ଜୀବନଚର୍ଯ୍ୟା

କିମ୍‍ସରେ ମାଗଣା ଗ୍ରହଣଖଣ୍ଡିଆ ଅସ୍ତ୍ରୋପଚାର

ଭୁବନେଶ୍ୱର : କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ମେଡ଼ିକାଲ୍‍ ସାଇନ୍‍ସେସ୍‍(କିମ୍‍ସ)ରେ ଆସନ୍ତା ଅଗଷ୍ଟ ମାସରୁ ମାଗଣା ଗ୍ରହଣଖଣ୍ଡିଆ ଅସ୍ତ୍ରୋପଚାର କରାଯିବ। ସ୍ମାଇଲ୍‍ ଫାଉଣ୍ଡେସନ୍‍ ସହଯୋଗରେ କିମ୍‍ସରେ ଏହି ସେବା ଯୋଗାଇ ଦିଆଯିବାକୁ ଥିବା ବେଳେ ସମାଜର ସବୁବର୍ଗ ଏହାର ସୁବିଧା ନେଇପାରିବେ। କିମ୍‍ସରେ ବିଶ୍ୱ ପ୍ଲାଷ୍ଟିକ ସର୍ଜରୀ ଦିବସ ପାଳନ ଅବସରରେ ସୋମବାର କିମ୍‍ସ ମେଡ଼ିକାଲ କଲେଜ ଅଧ୍ୟକ୍ଷ ପ୍ରଫେସର ଅମ୍ବିକା ପ୍ରସାଦ ମହାନ୍ତି, କିମ୍‍ସ ମେଡ଼ିକାଲ୍‍ ଅଧୀକ୍ଷକ ପ୍ରଫେସର ଆର.ସି.ଦାସ, କିମ୍‍ସ୍‍ ପରାମର୍ଶଦାତା ଡ଼ା.ଆର.ଏନ୍‍ ସାମନ୍ତ ଏବଂ ଡ଼ା.ପି.କେ

Read More »
ଜୀବନଚର୍ଯ୍ୟା

ସାମନାକୁ ଆସିଲା ମଧୁମେହର ନୂଆ ଲକ୍ଷଣ

କେବେ କେବେ ମଧୁମେହ ବା ଡାଇବେଟିସ୍ ରୋଗର ଲକ୍ଷ୍ୟଣକୁ ଜାଣିବା ସହଜ ହେଉନଥିଲେ ବି ଅଧିକ ଥର ଭୋକ ଲାଗିବା, ହାଲିଆ ଲାଗିବା ଭଳି ଲକ୍ଷଣ ଦେଖାଗଲେ ଲୋକେ ସାଧାରଣତଃ ଡାକ୍ତର ପରାମର୍ଶ କରିଥାନ୍ତି । ହେଲେ ଏବେ ଆଉ ଏକ ନୂଆ ଲକ୍ଷଣ ସାମନାକୁ ଆସିଛି ଯାହାକୁ ନେଇ ବିଶେଷଜ୍ଞମାନେ ଦାବି କରୁଛନ୍ତି, ତାହା ହେଉଛି ପାଟିରୁ ବାହାରୁଥିବା ଗନ୍ଧ । ଦିନକୁ ଦିନ ଆମ ଦେଶରେ ମଧୁମେହ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି ।

Read More »