Minati Behera

ତାଜା ଖବର

ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମୀନତି ବେହେରା

ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମୀନତି ବେହେରା। ପଦଚ୍ୟୁତ ନେଇ ମହିଳା ଓ ଶିଶୁ ବିକାଶ ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ମିନତୀଙ୍କ କାର୍ଯ୍ୟ ସନ୍ତୋଷଜନକ ନଥିବାରୁ ତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା। କାହିଁକି ପଦଚ୍ୟୁତ କରାନଯିବ, ସେନେଇ ଜାରି ହୋଇଥିଲା ନୋଟିସ୍। ହେଲେ ମୀନତିଙ୍କ ଜବାବ ସନ୍ତୋଷଜନକ ନୁହେଁ ବୋଲି ଦର୍ଶାଇଛି ବିଭାଗ। ଅକ୍ଟୋବର ୨୦୨୨ରୁ ମହିଳା କମିଶନ ଅଧ୍ୟକ୍ଷା ଥିଲେ ମୀନତି ବେହେରା। ଏହି ସମୟରେ ମହିଳା କମିଶନଙ୍କ ପ୍ରଦର୍ଶନ

Read More »