Live Odisha Tv

Mohan Charan Majhi

ତାଜା ଖବର

ପୁଣି ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର: ଦୁଃଖୀରଙ୍କୀଙ୍କ ଦୁଃଖ ଶୁଣିଛନ୍ତି ଲୋକଙ୍କ ସରକାର ମୋହନ ସରକାର । କିଛି ଦିନ ପାଇଁ ବନ୍ଦ ଥିବା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଆଜି ପୁଣି ଥରେ ଖୋଲିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ଲୋକଙ୍କ ଅଭିଯୋଗ ଶୁଣିବା ସହିତ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି । ମୋହନ ସରକାର ଦାୟିତ୍ୱ ନେବା ପରେ ଏହା ହେଉଛି ପଞ୍ଚମ ଜନ ଶୁଣାଣି । ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ ଜନ ଅଭିଯୋଗ

Read More »
ତାଜା ଖବର

ନୂତନ ପ୍ରଧାନ ବିଚାରପତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଦେଶର ନୂତନ ପ୍ରଧାନ ବିଚାରପତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୫୧ ତମ ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମସ୍ତଙ୍କ ପାଇଁ ଏକ ସମାନ ଏବଂ ନ୍ୟାୟିକ ଆଇନ ଗଠନ ଦିଗରେ ତାଙ୍କର ଅବିରତ ଅବଦାନକୁ ଆମେ ଅପେକ୍ଷା କରିଛୁ । ସେ ଏହି ନୂତନ ଭୂମିକା ଜ୍ଞାନ, ଶକ୍ତି ଏବଂ ସଫଳତା ଆଣିବ, ଯେହେତୁ ସେ ଦେଶର ସର୍ବୋଚ୍ଚ ନ୍ୟାୟାଳୟର

Read More »
ତାଜା ଖବର

ଜାନୁୟାରୀ ୨୮ରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ

ଆସନ୍ତାବର୍ଷ ଜାନୁୟାରୀ ୨୮ ଓ ୨୯ତାରିଖରେ ଉତ୍କର୍ଷ ଓଡ଼ିଶା -୨୦୨୫ କନକ୍ଲେଭ ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ଆଗାମୀ ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷଣ କରିବା ଆମର ଲକ୍ଷ୍ୟ ରଖିଛୁ ଓ ୧୦୦ ଦିନ ଭିତରେ ୪୫ ହଜାର କୋଟି ଟଙ୍କାର ପୁଞ୍ଜି ଓଡ଼ିଶାକୁ ଆସିସାରିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବା ପୂର୍ବରୁ ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ଗଣମାଧ୍ୟମକୁ

Read More »
ତାଜା ଖବର

ଅବସରପ୍ରାପ୍ତ କର୍ମଚାରୀଙ୍କ ପୁନଃନିଯୁକ୍ତି ଉପରେ ଅଙ୍କୁଶ

ରାଜ୍ୟରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃନିଯୁକ୍ତି ବା ଥଇଥାନ ଉପରେ ଲାଗିଲା ବ୍ରେକ୍ । ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତା ବିଶିଷ୍ଟ ୪ଜଣିଆ କମିଟିର ସୁପାରିଶ ଓ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ବିନା ରାଜ୍ୟରେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃନିଯୁକ୍ତି ମିଳିପାରିବ ନାହିଁ । ଏପରିକି କୌଣସି ପୁନଃନିଯୁକ୍ତିକୁ ପୋଷ୍ଟଫେକ୍ଟୋ(ପିଛିଲା ଭାବେ) ମଧ୍ୟ ଅନୁମୋଦନ ମିଳିବ ନାହିଁ । ଯଦି ଅତ୍ୟନ୍ତ ଜରୁରୀ ନହୁଏ ତା’ହେଲେ ପୁନଃନିଯୁକ୍ତି ମିଳିବା ସମ୍ଭବପର ହେବନି । ସମସ୍ତ ପୁନଃନିଯୁକ୍ତି କେବଳ ବିରଳ କ୍ଷେତ୍ରରେ ବିଚାର

Read More »
ତାଜା ଖବର

ଗଠନ ହେବ ଉତ୍ତର ଓ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ

ରାଜ୍ୟରେ କ୍ଷେତ୍ରୀୟ ଅସାମଞ୍ଜସ୍ୟ ଦୂର କରିବା ପାଇଁ ଉତ୍ତର ଓଡ଼ିଶା ବିକାଶ ପରିଷଦ ଓ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହାସହିତ ସ୍ୱତନ୍ତ୍ର ପ୍ୟାକେଜ ତୁଳନାରେ ଓଡ଼ିଶାକୁ ଚଳିତ କେନ୍ଦ୍ରୀୟ ବଜେଟରେ ଅଧିକ ପରିମାଣର ଅର୍ଥ ବରାଦ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ବିରୋଧୀ ଦଳ ସଦସ୍ୟମାନଙ୍କୁ କଡ଼ା ଜବାବ ଦେଇଛନ୍ତି । ବିଧାନସଭାରେ ଅଗଷ୍ଟ ଓ ସେପ୍ଟେମ୍ବର ମାସ ପାଇଁ

Read More »