
ଦେଶ ବିଦେଶ
ଅଚ୍ୟୁତ ସାମନ୍ତ ଆମେରିକାରେ ସମ୍ମାନୀତ
ଭୁବନେଶ୍ୱର : କିସ୍ ଜରିଆରେ ଜନଜାତି ସଶକ୍ତିକରଣ କ୍ଷେତ୍ରରେ ଉଲ୍ଳେଖନୀୟ କାର୍ଯ୍ୟ ପାଇଁ ମୋଣ୍ଟାନା ଷ୍ଟେଟ୍ ୟୁନିଭରସିଟିର ନେଟିଭ୍ ଆମେରିକାନ ଷ୍ଟଡିଜ୍ ବିଭାଗ ପକ୍ଷରୁ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ବିଶେଷ ସ୍ୱୀକୃତି ସହ ସମ୍ମାନୀତ କରାଯାଇଛି। ମାନବିକତା ଏବଂ ଶିକ୍ଷା ବିକାଶ କ୍ଷେତ୍ରରେ ମୋଣ୍ଟାନାରେ ଏପରି ସମ୍ମାନ ପାଇବାରେ ଅଚ୍ୟୁତ ସାମନ୍ତ ହେଉଛନ୍ତି ପ୍ରଥମ ଭାରତୀୟ ଓ ଅଣ-ଆମେରିକୀୟ। ମୋଣ୍ଟାନା ଷ୍ଟେଟ୍ ୟୁନିଭରସିଟି ପରିସରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ‘ଏ ଲିଗାସି ଅଫ୍

