Murder

ଅପରାଧ

ନବ ଦାସ ହତ୍ୟା ମାମଲା, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପରିବାର

ଦୀର୍ଘ ପ୍ରାୟ ଦୁଇବର୍ଷ ପରେ ତତକାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା ନୂଆମୋଡ଼ ନେଇଛି । କ୍ରାଇମବ୍ରାଂଚ ତଦନ୍ତରେ ସନ୍ତୁଷ୍ଟ ନହୋଇ ନବଙ୍କ ପରିବାର ସଦସ୍ୟମାନେ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବା ପରେ ହତ୍ୟାକାଣ୍ଡ ଘଟଣାର ସାନି ତଦନ୍ତ ହେବା ଏକରକମ ସ୍ପଷ୍ଟ ହୋଇଯାଇଛି । କ୍ରାଇମବ୍ରାଂଚର ଅଧିକାରୀମାନେ ଝାରସୁଗୁଡ଼ା ଯାଇ ପୁଣିଥରେ ଏହି ମାମଲାରେ ବିଭିନ୍ନ ବ୍ୟକ୍ତିମାନଙ୍କ ବୟାନ ରେକର୍ଡ କରିବା ପରେ ରାଜ୍ୟ ସରକାର ମାମଲାକୁ ସିବିଆଇ

Read More »
ଅପରାଧ

ଟ୍ରେନି ଡାକ୍ତରଙ୍କ ହତ୍ୟାର ତଦନ୍ତ କରିବ ସିବିଆଇ

ପୂରା ଦେଶକୁ ଦୋହଲାଇ ଦେଇଥିବା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ତଦନ୍ତ କରିବ ସିବିଆଇ। କଲିକତା ହାଇକୋର୍ଟ ଆଜି ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। କୋଲକାତା ପୁଲିସ୍‌ ବର୍ତ୍ତମାନ ଘଟଣାର ତଦନ୍ତ କରିବା ସହ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି ସାରିଛି। ତଥାପି ଆଜି ହାଇକୋର୍ଟ ସିବିଆଇକୁ ତଦନ୍ତ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ତୁରନ୍ତ ସିବିଆଇକୁ ଘଟଣା ସହ ଜଡ଼ିତ ସମସ୍ତ ଦସ୍ତାବିଜ ହସ୍ତାନ୍ତର କରିବାକୁ ହାଇକୋର୍ଟ ପୁଲିସ୍‌କୁ କହିଛନ୍ତି। ଗୁରୁବାର ଆରଜି କର

Read More »