Live Odisha Tv

narendra modi

ତାଜା ଖବର

ଆଉ ୫ଟି ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା

ଦେଶର ଆଉ ୫ଟି ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା। ମରାଠି, ପାଲି, ପ୍ରାକୃତି, ଅହମିୟା ଓ ବେଙ୍ଗଲି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରିଛନ୍ତି କେନ୍ଦ୍ର ସରକାର। ଆଜି ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ପ୍ରସ୍ତାବ ଉପରେ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି। ପୂର୍ବରୁ ଓଡ଼ିଆ ସମେତ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ଼, ମାଲାୟାଲାମକୁ ଶାସ୍ତ୍ରୀୟ ମାନ୍ୟତା ମିଳିଥିଲା। ଏହାକୁ ମିଶାଇ ଏବେ ଦେଶରେ ଶାସ୍ତ୍ରୀୟ ମାନ୍ୟତା ପାଇଥିବା ଭାଷା ସଂଖା ୧୧ରେ ପହଞ୍ଚିଛି। କେନ୍ଦ୍ର କ୍ୟାବିନେଟ୍ ନିଷ୍ପତ୍ତି ସଂପର୍କରେ

Read More »
ଦେଶ ବିଦେଶ

ଆସନ୍ତ ୨୧ ତାରିଖରୁ ଆମେରିକା ଗସ୍ତ କରିବେ ମୋଦି

ଆସନ୍ତ ୨୧ ତାରିଖରୁ ୨୩ ଯାଏ ଆମେରିକା ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କ୍ୱାଡ ନେତାମାନଙ୍କ ୪ର୍ଥ ସମ୍ମିଳନୀରେ ଯୋଗ ଦେବାକୁ ସେ ଆମେରିକା ଯାଉଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ନ୍ୟୁୟର୍କରେ ଥିବା ମିଳିତ ଜାତିସଂଘର ସାଧାରଣ ମହାସଭାକୁ ମଧ୍ୟ ସମ୍ବୋଧନ କରିବେ। ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆୟୋଜନ କରୁଥିବା କ୍ୱାଡ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ସାମିଲ ହେବେ। ୱିଲମିଙ୍ଗଟନରେ ଏହି

Read More »
ତାଜା ଖବର

‘ସୁଭଦ୍ରା’ ପାଇଁ ମଙ୍ଗଳବାର ଭୁବନେଶ୍ୱରରେ ସ୍କୁଲ୍‌, କଲେଜ ଛୁଟି

ରାଜ୍ୟରେ କ୍ଷମତାସୀନ ବିଜେପି ସରକାରର ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ଉପଲକ୍ଷେ ଆସନ୍ତା ୧୭ତାରିଖ ମଙ୍ଗଳବାର ଦିନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ୍, ମାଜିଷ୍ଟ୍ରେଟ୍ କୋର୍ଟ ଛୁଟି ରହିବ । ତେବେ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ଶିକ୍ଷାନୁଷ୍ଠାନ ମଙ୍ଗଳବାର ସମ୍ପୂର୍ଣ୍ଣ ଛୁଟି ରହିବ । ଆଜି ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବା ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ

Read More »
ତାଜା ଖବର

ନରେନ୍ଦ୍ର ମୋଦୀଙ୍କୁ ରାକେଶ ଟିକାଏତଙ୍କ ଧମକ

ନୂଆଦିଲ୍ଲୀ: ଭାରତ କିଷା‌ନ ୟୁନିଅନର ଜାତୀୟ ମୁଖପାତ୍ର ରାକେଶ ଟିକାଏତଙ୍କ ଏକ ବିବାଦୀୟ ମନ୍ତବ୍ୟ ଏବେ ସାମ୍ନାକୁ ଆସିଛି। ଯାହା ଦେଶର ରାଜନୀତିରେ ଆଲୋଡ଼ନ ସୃଷ୍ଟି କରିଛି। ସେ ସିଧା ସଳଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧମକ ଭରା ଚେତାବନୀ ଦେଇଛନ୍ତି। ଟିକାଏତ କହିଛନ୍ତି ଯେ ଯଦି ମୋଦୀ ସରକାର ଉପଯୁକ୍ତ ପଦକ୍ଷେପ ନ ନିଅନ୍ତି ତେବେ ବାଂଲାଦେଶ ଭଳି ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି। ଏକ ଟିଭି ଚ୍ୟାନେଲରେ ଦେଇଥିବା ଏକ ସାକ୍ଷାତକାରରେ ଟିକାଏତ କହିଥିଲେ, ଆମେ

Read More »
ଜୀବନଚର୍ଯ୍ୟା

ଲାଲ୍‌କିଲ୍ଲାରୁ ଯୁବବର୍ଗଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ: ଦେଶରେ ୭୮ତମ ସ୍ବାଧୀନତା ଦିବସ ବେଶ୍‌ ଧୂମ୍‌ଧାମରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲାରୁ ଦେଶର ଯୁବବର୍ଗଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଦେଶର ଛାତ୍ରଛାତ୍ରୀମାନେ ଡାକ୍ତରୀ ପାଠ୍ୟକ୍ରମ ଅଧ୍ୟୟନ ପାଇଁ ବିଦେଶ ଯାଉଛନ୍ତି। ଗତ ୧୦ ବର୍ଷ ମଧ୍ୟରେ ଆମେ ମେଡିକାଲ ସିଟ୍ ସଂଖ୍ୟାକୁ ୧ ଲକ୍ଷକୁ ବୃଦ୍ଧି କରିଛୁ। ଛାତ୍ରଛାଚ୍ରୀମାନଙ୍କୁ ବିଭିନ୍ନ ଦେଶକୁ ଡାକ୍ତରୀ ପଢ଼ିବାକୁ ଯାଉଛନ୍ତି। ପ୍ରାୟ ୨୫ ହଜାର ଯୁବବର୍ଗ ଡାକ୍ତରୀ ଶିକ୍ଷା

Read More »
ତାଜା ଖବର

ସାଧାରଣ ବଜେଟରେ ଅନେକ ବଡ ଘୋଷଣା

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ସାଧାରଣ ବଜେଟ୍ ଉପସ୍ଥାପନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ଏକାଦଶତମ ବଜେଟରେ ମହିଳା, କୃଷକ, ଯୁବକଙ୍କ ସମେତ ବିଭିନ୍ନ କ୍ଷେତ୍ର ପାଇଁ ଅନେକ ବଡ ଘୋଷଣା କରାଯାଇଛି। ଦେଶର ହୀରା ବ୍ୟବସାୟ ବିଷୟରେ ମଧ୍ୟ ବଜେଟରେ ଆଲୋଚନା କରାଯାଇଛି। ବଜେଟ୍ ଭାଷଣ ସମୟରେ ଅର୍ଥମନ୍ତ୍ରୀ କହିଛନ୍ତି ଯେ ଭାରତ ହୀରା କାଟିବା ଏବଂ ପଲିସିଂ ଶିଳ୍ପରେ ବିଶ୍ୱରେ ଅଗ୍ରଣୀ। ଏହି କାର୍ଯ୍ୟ ପାଇଁ ଏଠାରେ ବହୁ

Read More »