National Conclave

ଦେଶ ବିଦେଶ

୨୨ରେ କିମସ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର : ନଭେମ୍ବର ୨୨ ତାରିଖରେ କିମ୍‍ସରେ ପ୍ରମୁଖ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀ, ‘କିମ୍‍ସ ଜାତୀୟ ସମ୍ମିଳନୀ ୨୦୨୫‘ର ଦ୍ୱିତୀୟ ସଂସ୍କରଣ ଆୟୋଜିତ ହେଉଛି। ଏହି ସମ୍ମିଳନୀର ବିଷୟ ବସ୍ତୁ ରହିଛି “ଫ୍ୟୁଚର୍‍ ଅଫ୍‍ ମେଡିକାଲ୍‍ କେୟାର ଆଣ୍ଡ ପ୍ରୋଗ୍ରେସ୍‍’। ଏଥିରେ ଭାରତରେ ସ୍ୱାସ୍ଥ୍ୟସେବା ପ୍ରଦାନର ଭବିଷ୍ୟତ ଦିଗ ଉପରେ ଆଲୋଚନା ପାଇଁ କ୍ଲିନିକାଲ୍ ମେଡିସିନ୍‌, ଜନସ୍ୱାସ୍ଥ୍ୟ, ନୀତି ନିର୍ଦ୍ଧାରଣ, ଚିକିତ୍ସା ପ୍ରଯୁକ୍ତିବିଦ୍ୟା ଏବଂ ସାମାଜିକ ପରିବର୍ତ୍ତନର ପ୍ରମୁଖ ବିଶେଷଜ୍ଞମାନେ ଏକତ୍ରିତ ହେବେ। ଏହା ସହ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର ବକ୍ତାମାନେ ସଂପ୍ରତି

Read More »
ଦେଶ ବିଦେଶ

କିଟ୍ ରେ ୧୬ତମ ଜାତୀୟ ମାର୍କେଟିଂ କନକ୍ଲେଭ ଅନୁଷ୍ଠିତ

ଭୁବନେଶ୍ୱର : ସଫଳତାର କୌଣସି ସର୍ଟକଟ୍‍ ନାହିଁ କି କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ ବୋଲି ବିଶିଷ୍ଟ ଶିଳ୍ପପତି ତଥା ଶ୍ରୀ ସିମେଣ୍ଟର ଅଧ୍ୟକ୍ଷ ହରି ମୋହନ ବାଙ୍ଗୁର ପ୍ରକାଶ କରିଛନ୍ତି। କିଟ୍‍ ମ୍ୟାନେଜମେଣ୍ଟ ସ୍କୁଲ୍‍ ପକ୍ଷରୁ ଶନିବାର ଆୟୋଜିତ ୧୬ତମ ଜାତୀୟ ମାର୍କେଟିଂ କନକ୍ଲେଭରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ବାଙ୍ଗୁର ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ କହିଲେ, ଯେଉଁମାନେ ନିରନ୍ତର କଠୋର ପରିଶ୍ରମର ଅନୁଶାସନକୁ ଆପଣେଇ ଥାଆନ୍ତି ସେମାନେ ନିଶ୍ଚତ ଭାବେ ସେମାନଙ୍କ କ୍ୟାରିଅରରେ ସଫଳ ହୋଇଥାନ୍ତି।

Read More »