Naveen Patnaik

ତାଜା ଖବର

ଅରବିନ୍ଦଙ୍କ ନିଲମ୍ବନକୁ ନେଇ ମୁହଁ ଖୋଲିଲେ ନବୀନ

ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନକୁ ନେଇ ମୁହଁ ଖୋଲିଛନ୍ତି ନବୀନ ପଟ୍ଟନାୟକ। ଅରବିନ୍ଦଙ୍କୁ କାହିଁକି ନିଲମ୍ବନ କଲେ ସେ ସମ୍ପର୍କରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ସୁପ୍ରିମୋ। ନବୀନ କହିଛନ୍ତି, ପାଟକୁରା ବାସୀଙ୍କ ପାଇଁ କାମ କରିବାକୁ ଜଣଙ୍କୁ ବିଶ୍ୱାସ କରି ଟିକେଟ୍ ଦେଇଥିଲି। ହେଲେ ପାଟକୁରାବାସୀ ହଇରାଣ ହରକତ ହେଉଥିବା ଜାଣିବାକୁ ପାଇଲି। ଯିଏ ଦଳରେ ରହି ଆପଣଙ୍କୁ ହଇରାଣ କରିବ, ମୁଁ ତାକୁ ଦଳରୁ କାଢ଼ିଦିଏ। କିଛି ଦିନ ପୂର୍ବେ ଦଳ ବିରୋଧୀ କାର୍ଯ୍ୟ କରିଥିବା

Read More »
ତାଜା ଖବର

ବିଜେଡି ଅଛି ଓ ଶହେ ବର୍ଷ ରହିବ : ନବୀନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ୨୯ତମ ବିଜେଡି ପ୍ରତିଷ୍ଠା ଦିବସକୁ ବେଶ ଧୁମଧାମରେ ପାଳନ କରାଯାଇଛି। ଏହି ଅବସରରେ ସଭାପତି ନବୀନ ପଟ୍ଟନାୟକ ଉତ୍ସବରେ ସାମିଲ ହୋଇ ଦଳୀୟ କର୍ମୀ ଓ ନେତାଙ୍କୁ ଉଦବୋଧନ ଦେଇଛନ୍ତି। ଦୀର୍ଘ ଦିନ ହେବା ବିଜେଡିକୁ ନେଇ ଯେଉଁ ଚର୍ଚ୍ଚା ଚାଲିଛି ତାହା ଉପରେ ବକ୍ତବ୍ୟ ରଖିଛନ୍ତି ସଭାପତି। ପ୍ରତିଷ୍ଠା ଦିବସରେ ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରି କହିଛନ୍ତି କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ

Read More »
ତାଜା ଖବର

ରୁବେନଙ୍କ ଉପରେ ବର୍ଷିଲେ ଅରୁଣ-ଅତନୁ

ବରିଷ୍ଠ ସାମ୍ବାଦିକ ରୁବେନ୍ ବାନାର୍ଜୀଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣକୁ ନେଇ ଆଜି ତୀବ୍ର ପ୍ରତିକ୍ରିୟାଶୀଳ ହୋଇଛି ବିଜେଡି । ଦୁଇଦିନ  ପରେ ବିଜେଡିର ଦୁଇ ବରିଷ୍ଠ ପ୍ରଭାବଶାଳୀ ନେତା ଅରୁଣ ସାହୁ ଓ ଅତନୁ ସବ୍ୟସାଚୀ ନାୟକ ଭିନ୍ନ ଭିନ୍ନ ଭାବେ ଗଣମାଧ୍ୟମ ସମ୍ମୁଖକୁ ଆସି ରୁବେନଙ୍କ ଉପରେ ବର୍ଷିଛନ୍ତି । ରୁବେନଙ୍କୁ ନୀତି ନୈତିକତାର ପାଠ ପଢ଼ାଇବା ସହ ନବୀନଙ୍କୁ ନଭେଟି କିଭଳି ଏପରି ‘ଗପ’ଲେଖିଛନ୍ତି ବୋଲି ଏହି ନେତାମାନେ ପ୍ରଶ୍ନ କରିବା ସହ ରୁବେନଙ୍କ

Read More »