Live Odisha Tv

naveen pattnaik

ତାଜା ଖବର

ସର୍ବଦଳୀୟ ବୈଠକରେ ଅନୁପସ୍ଥିତ ରହିଲେ ନବୀନ

ଆସନ୍ତାକାଲିଠୁ ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏହା ପୂର୍ବରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ରବିବାର ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଗୃହର କାର୍ଯ କିପରି ସୂଚାରୁ ରୂପେ ଚାଲିବ ସେ ନେଇ ଆଲୋଚନା ହୋଇଥିଲା । ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତି ପରିଡ଼ାଙ୍କ ସମେତ ବିରୋଧୀଦଳ

Read More »
ତାଜା ଖବର

ନବୀନ ବିଜେଡିର ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କୁ ବିଜେଡିର ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ ଭାବେ ନିର୍ବାଚିତ କରାଯାଇଛି। ବଜେଟ ଅଧିବେଶନ ପୂର୍ବରୁ ନବୀନ ନିବାସରେ ଆୟୋଜିତ ବୈଠକରେ ଦଳର ୯ ରାଜ୍ଯସଭା ସାଂସଦ ଯୋଗ ଦେଇଥିଲେ। ଏହି ଅବସରରେ ସମସ୍ତ ସାଂସଦଙ୍କ ଅନୁରୋଧ କ୍ରମେ ନବୀନ ପଟ୍ଟନାୟକ ଦଳର ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ ହୋଇଛନ୍ତି। ତେବେ ଏହି ବୈଠକେ ଦଳର ରଣନୀତି ସମ୍ପର୍କରେ ଆଲୋଚନା କରାଯାଇଥିଲା। ସଂସଦର ଆଗାମୀ ଅଧିବେଶନରେ ରାଜ୍ଯବାସୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲଢେଇ କରିବାକୁ

Read More »