Live Odisha Tv

Neeraj Chopra

କ୍ରୀଡା

କମାଲ କରିଦେଲେ ଗୋଲ୍ଡେନ ବୟ ନୀରଜ ଚୋପ୍ରା

ପ୍ୟାରିସ ଅଲିମ୍ପିକ୍ସରେ କମାଲ କରିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ସେ ପ୍ରଥମ ପ୍ରୟାସରେ ୮୯.୩୪ ମିଟର ଦୂରତାକୁ ଜାଭେଲିନ ଫିଙ୍ଗି ଫାଇନାଲ ଟିକେଟ ହାତେଇଛନ୍ତି। ଏହା ଚଳିତ ସିଜିନରେ ନୀରଜଙ୍କ ଶ୍ରେଷ୍ଠ ପ୍ରଦର୍ଶନ। ଦେଶର ଅନ୍ୟତମ ଷ୍ଟାର କିଶୋର ଜେନା ଯୋଗ୍ୟତା ପର୍ଯ୍ୟାୟର ଗ୍ରୁପ ଏରୁ ନିରାଶଜନକ ଖବର ଦେଇଥିଲେ। ସେ ଫାଇନାଲ ଖେଳିବାରୁ ବଞ୍ଚିତ ହୋଇଛନ୍ତି। ଗ୍ରୁପ ପର୍ଯ୍ୟାୟରେ ଥିବା କିଶୋର କେବଳ ୮୦.୭୩ ମିଟର ଦୂରତାକୁ ଜାଭେଲିନ ଫିଙ୍ଗି ପାରିଥିଲେ। କିନ୍ତୁ ଗ୍ରୁପ ବିରେ

Read More »