nirmala sitaraman

  • | |

    ୩୧ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ

    ନୂଆଦିଲ୍ଲୀ:ଆସନ୍ତା ୩୧ରୁ ସଂସଦରେ ଆରମ୍ଭ ହେବ ବଜେଟ ଅଧିବେଶନ। କେନ୍ଦ୍ର ସରକାରଙ୍କ ତୃତୀୟ କାର୍ଯ୍ୟକାଳର ଦ୍ବିତୀୟ ସମ୍ପୂର୍ଣ୍ଣ ବଜେଟ ହେବ। ପ୍ରଥମ ଦିନରେ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ। ଏହାର ଦିନକ ପରେ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମଥର ପାଇଁ ବଜେଟ ଉପସ୍ଥାପନ କରିବେ। ଦ୍ୱିତୀୟ ସମ୍ପୂର୍ଣ୍ଣ ବଜେଟ ଆଗତ ପରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ…

  • | |

    ବଜେଟ ପରେ କମିଲା ସୁନା ଓ ରୁପାର ଦାମ

    ସାଧାରଣ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ସୁନା ଓ ରୁପା ଉପରେ ଲାଗୁ ହେଉଥିବା ସୀମା ଶୁଳ୍କ ହ୍ରାସ କରାଯିବ। ଏପରି ଘୋଷଣା ପରେ ଉଭୟ ଧାତୁର ମୂଲ୍ୟ ଆଶାତୀତ ଭାବେ ହ୍ରାସ ପାଇଛି।ଏହା ଗ୍ରାହକଙ୍କୁ ଫାଇଦା ଦେଇଛି ଓ ମାର୍କେଟରେ ଏହାର ଚାହିଦା ବଢ଼ିଛି। ତେବେ ବିଶାଳ ମାର୍କେଟ ଅବସ୍ଥା ଓ ଭୌଗଳିକ ରାଜନୀତିକ ବିବାଦ ସମ୍ଭବତଃ ଭବିଷ୍ୟତରେ ଏହାକୁ ପ୍ରଭାବିତ କରିପାରେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଘୋଷଣା ଅନୁଯାୟୀ, ସୁନା…

  • | |

    ସାଧାରଣ ବଜେଟରେ ଅନେକ ବଡ ଘୋଷଣା

    ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ସାଧାରଣ ବଜେଟ୍ ଉପସ୍ଥାପନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ଏକାଦଶତମ ବଜେଟରେ ମହିଳା, କୃଷକ, ଯୁବକଙ୍କ ସମେତ ବିଭିନ୍ନ କ୍ଷେତ୍ର ପାଇଁ ଅନେକ ବଡ ଘୋଷଣା କରାଯାଇଛି। ଦେଶର ହୀରା ବ୍ୟବସାୟ ବିଷୟରେ ମଧ୍ୟ ବଜେଟରେ ଆଲୋଚନା କରାଯାଇଛି। ବଜେଟ୍ ଭାଷଣ ସମୟରେ ଅର୍ଥମନ୍ତ୍ରୀ କହିଛନ୍ତି ଯେ ଭାରତ ହୀରା କାଟିବା ଏବଂ ପଲିସିଂ ଶିଳ୍ପରେ ବିଶ୍ୱରେ ଅଗ୍ରଣୀ। ଏହି କାର୍ଯ୍ୟ ପାଇଁ ଏଠାରେ ବହୁ…

  • | |

    ଜୁଲାଇ ୨୩ରେ ଆସିବ କେନ୍ଦ୍ରୀୟ ବଜେଟ୍

    ନୂଆଦିଲ୍ଲୀ: କେନ୍ଦ୍ରରେ ମୋଦୀ ସରକାର ପୁଣିଥରେ କ୍ଷମତାକୁ ଆସିବା ପରେ, ଏବେ ଆସିବାକୁ ଯାଉଛି କେନ୍ଦ୍ରୀୟ ବଜେଟ୍ । ଆସନ୍ତା ଜୁଲାଇ ୨୩ରେ ଆସିବ କେନ୍ଦ୍ରୀୟ ବଜେଟ୍ ।  ଚଳିତ ବର୍ଷ ସାଧାରଣ ନିର୍ବାଚନ ଥିବାରୁ ଅର୍ଥମନ୍ତ୍ରୀ ଗତ ଫେବ୍ରୁଆରି ୧ରେ କାମଚଳା ବଜେଟ ଉପସ୍ଥାପନ କରିଥିଲେ ଓ ତାହା ଏପ୍ରିଲରୁ ଜୁଲାଇ ୪ ମାସ ପାଇଁ ଥିଲା । ଏବେ ନିର୍ବାଚନ ପରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ । ଭାରତ ସରକାରଙ୍କ…