Niti Ayoga

ଦେଶ ବିଦେଶ

କିସରେ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ

ଭୁବନେଶ୍ୱର : ସ୍ଥାୟୀ ବିକାଶ ଲକ୍ଷ୍ୟ ଓ କିସ୍‍: ପରିବର୍ତ୍ତନକାରୀ ଶିକ୍ଷା, ସ୍ୱେଚ୍ଛାସେବା ଓ ସମାଜ କୈନ୍ଦ୍ରିକ ପଦକ୍ଷେପ ମାଧ୍ୟମରେ ଭାରତର ସ୍ଥାୟୀ ବିକାଶ ଲକ୍ଷ୍ୟ କାର୍ଯ୍ୟକ୍ରମକୁ ଆଗକୁ ବଢ଼ାଇବା ଶୀର୍ଷକ ଉପରେ କିସ୍‍ ରେ ଶନିବାର ଦିନିକିଆ ଜାତୀୟ ଆଲୋଚନଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରି ବିକଶିତ ଭାରତ ପରିପ୍ରେକ୍ଷୀରେ ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟର ପ୍ରାସଙ୍ଗିକତା ଉପରେ ଆଲୋକପାତ କରିଥିଲେ। ସ୍ଥାନୀୟ ସମସ୍ୟାକୁ ଦୃଷ୍ଟିରେ ରଖି ସ୍ଥାୟୀ

Read More »