
ଜୀବନଚର୍ଯ୍ୟା
ମେଡିସିନରେ ଦୁଇ ଜଣ ବୈଜ୍ଞାନିକ ପାଇବେ ନୋବେଲ
ଚଳିତ ବର୍ଷ ପାଇଁ ବିଶ୍ୱର ସର୍ବୋଚ୍ଚ ସମ୍ମାନ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଆଜି ଚିକିତ୍ସା କ୍ଷେତ୍ର ପାଇଁ ନୋବେଲ ବିଜେତାଙ୍କ ନାମ ଘୋଷଣା ହୋଇଛି। ଏଥର ଦୁଇ ଜଣ ମିଳିତ ଭାବେ ନୋବେଲ ପାଇବେ। ବୈଜ୍ଞାନିକ ଭିକ୍ଟୋର ଆମ୍ବ୍ରୋସ ଏବଂ ଗ୍ୟାରୀ ରୁବକୁନଙ୍କୁ ନୋବେଲ ଦିଆଯିବ। ମେଡିସିନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସେମାନେ ଏହି ପୁରସ୍କାର ପାଇବେ। ଉଭୟଙ୍କୁ ମାଇକ୍ରୋ ଆରଏନଏ (microRNA)ର ସନ୍ଧାନ ପାଇଁ ନୋବେଲ ପୁରସ୍କାରରେ ସମ୍ମାନିତ କରାଯିବ। ପୁରଷ୍କାର ଘୋଷଣା ସମୟରେ ନୋବେଲ